2 Samuel 24:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ପକ୍ସ୍ଟନ୍ନରାଯ ଇଶ୍ରାୟେଲୀୟମାନଙ୍କ ଉପରେ କୋର୍ଧାନ୍ବିତ ହେଲେ। ସଦାପ୍ରଭୁ ଦାଉଦଙ୍କକ୍ସ୍ଟ ଇଶ୍ରାୟେଲୀୟମାନଙ୍କ ବିରକ୍ସ୍ଟଦ୍ଧ ରେ କାର୍ୟ୍ଯ କରଇେଲେ। ତେଣୁ ଦାଉଦ ଆଦେଶ ଦେଲେ, ୟାଅ, ଇଶ୍ରାୟେଲ ଓ ୟିହକ୍ସ୍ଟଦାକକ୍ସ୍ଟ ଗଣନା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପୁନର୍ବାର ପ୍ରଜ୍ଜଳିତ ହେଲା, ଆଉ ସେ ଦାଉଦଙ୍କୁ ପ୍ରବର୍ତ୍ତାଇ କହିଲେ, ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ତାଙ୍କର ସୈନ୍ୟମାନଙ୍କୁ ଗଣନା କରିବା ପାଇଁ ନିଷ୍ପତ୍ତି ନେଲେ ସଦାପ୍ରଭୁ ପୁନ୍ନରାୟ ଇସ୍ରାଏଲୀୟମାନଙ୍କ ଉପରେ କ୍ରୋଧାନ୍ୱିତ ହେଲେ। ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲୀୟମାନଙ୍କ ବିରୁଦ୍ଧରେ କାର୍ଯ୍ୟ କରେଇଲେ। ତେଣୁ ଦାଉଦ ଆଦେଶ ଦେଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପୁନର୍ବାର ପ୍ରଜ୍ୱଳିତ ହେଲା, ଆଉ ସେ ଦାଉଦଙ୍କୁ ପ୍ରବର୍ତ୍ତାଇ କହିଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପୁନର୍ବାର ପ୍ରଜ୍ଜ୍ୱଳିତ ହେଲା, ଆଉ ସେ ଦାଉଦଙ୍କୁ ପ୍ରବର୍ତ୍ତାଇ କହିଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।”