2 Samuel 24:10 — Compare Translations
5 translations compared side by side
Odia - 1840
"ଏହାପରେ ଦାଉଦ ଲୋକମାନଙ୍କୁ ଗଣନା କଲାପରେ ତାଙ୍କର ହୃଦଯ ଦକ୍ସ୍ଟଃଖପୂର୍ଣ୍ଣ ହେଲା। ଦାଉଦ ସଦାପ୍ରଭୁଙ୍କୁ କହିଲେ, ଏହି କର୍ମ କରିବା ରେ ମୁ ମହାପାପ କରିଛି। ହେ ସଦାପ୍ରଭୁ, ମୁ ଆପଣଙ୍କକ୍ସ୍ଟ ବିନଯ କରୁଅଛି, ନିଜ ଦାସର ପାପ କ୍ଷମା କର। କାରଣ ମୁ ଅତି ମକ୍ସ୍ଟର୍ଖର କର୍ମ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଦାଉଦ ଲୋକମାନଙ୍କୁ ଗଣନା କରାଇଲା ଉତ୍ତାରେ ତାଙ୍କ ହୃଦୟ ତାଙ୍କୁ ଆଘାତ କଲା । ତହୁଁ ଦାଉଦ ସଦାପ୍ରଭୁଙ୍କୁ କହିଲେ, ଏହି କର୍ମ କରିବାରେ ମୁଁ ମହା ପାପ କରିଅଛି; ମାତ୍ର ଏବେ ହେ ସଦାପ୍ରଭୋ, ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଦାଉଦଙ୍କୁ ଦଣ୍ତମାନ ଦେଲେ ଏହା ପରେ ଦାଉଦ ଲୋକମାନଙ୍କୁ ଗଣନା କଲାପରେ ତାଙ୍କର ହୃଦୟ ଦୁଃଖପୂର୍ଣ୍ଣ ହେଲା। ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଛି। ହେ ସଦାପ୍ରଭୁ, ମୁଁ ଆପଣଙ୍କୁ ବିନୟ କରୁଅଛି, ନିଜ ଦାସର ପାପ କ୍ଷମା କର। କାରଣ ମୁଁ ଅତି ମୁର୍ଖର କର୍ମ କରିଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଦାଉଦ ଲୋକମାନଙ୍କୁ ଗଣନା କରାଇଲା ଉତ୍ତାରେ ତାଙ୍କ ହୃଦୟ ତାଙ୍କୁ ଆଘାତ କଲା। ତହୁଁ ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର ଏବେ ହେ ସଦାପ୍ରଭୋ, ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି।”
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଦାଉଦ ଲୋକମାନଙ୍କୁ ଗଣନା କରାଇଲା ଉତ୍ତାରେ ତାଙ୍କ ହୃଦୟ ତାଙ୍କୁ ଆଘାତ କଲା। ତହୁଁ ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହା ପାପ କରିଅଛି; ମାତ୍ର ଏବେ ହେ ସଦାପ୍ରଭୁ, ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି।”