2 Samuel 24:11 — Compare Translations
5 translations compared side by side
Odia - 1840
"ଯେତବେେଳେ ଦାଉଦ ପ୍ରଭାତ ରେ ଶୟ୍ଯା ତ୍ଯାଗ କଲେ ସେତବେେଳେ ଦାଉଦଙ୍କ ଦର୍ଶକ ଗାଦ ଭବିଷ୍ଯଦ୍ବକ୍ତା ନିକଟରେ ସଦାପ୍ରଭୁଙ୍କର ବାକ୍ଯ ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଦାଉଦ ପ୍ରଭାତରେ ଉଠନ୍ତେ, ଦାଉଦଙ୍କ ଦର୍ଶକ ଗାଦ୍ ଭବିଷ୍ୟଦ୍ବକ୍ତା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଦାଉଦ ପ୍ରଭାତରେ ଶଯ୍ୟା ତ୍ୟାଗ କଲେ ସେତେବେଳେ ଦାଉଦଙ୍କ ଦର୍ଶକ ଗାଦ୍ ଭବିଷ୍ୟଦ୍ବକ୍ତା ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ପ୍ରଭାତରେ ଉଠନ୍ତେ, ଦାଉଦଙ୍କ ଦର୍ଶକ ଗାଦ୍ ଭବିଷ୍ୟଦ୍ବକ୍ତା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ପ୍ରଭାତରେ ଉଠନ୍ତେ, ଦାଉଦଙ୍କ ଦର୍ଶକ ଗାଦ୍ ଭବିଷ୍ୟଦ୍ବକ୍ତା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,