2 Samuel 24:12 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଗାଦ୍କକ୍ସ୍ଟ କହିଲେ, ଦାଉଦ ନିକଟକକ୍ସ୍ଟ ୟାଇ କକ୍ସ୍ଟହ, 'ସଦାପ୍ରଭୁ ଏହିକଥା କହିଛନ୍ତି, ଆମ୍ଭେ ତକ୍ସ୍ଟମ୍ଭ ଆଗ ରେ ତିନି କଥା ରଖିଅଛକ୍ସ୍ଟ ସେଥି ମଧ୍ଯରକ୍ସ୍ଟ ଆପଣା ପାଇଁ ଗୋଟିଏ ମନୋନୀତ କରନ୍ତକ୍ସ୍ଟ। ତାହା ହିଁ ଆମ୍ଭେ ତୁମ୍ଭକୁ କରିବକ୍ସ୍ଟ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦ ନିକଟକୁ ଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଗା‌‌‌‌ଦ୍‌‌‌‌କୁ କହିଲେ, “ଦାଉଦ ନିକଟକୁ ଯାଇ କୁହ, ‘ସଦାପ୍ରଭୁ ଏହିକଥା କହିଛନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖିଅଛୁ ସେଥି ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କରନ୍ତୁ। ତାହା ହିଁ ଆମ୍ଭେ ତୁମ୍ଭକୁ କରିବୁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଦାଉଦ ନିକଟକୁ ଯାଇ ତାହାକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।’”
Odia IRV 2017 (ଓଡିଆ ବାଇବେଲ)
“ଦାଉଦ ନିକଟକୁ ଯାଇ ତାହାକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।”’”