2 Samuel 24:14 — Compare Translations

5 translations compared side by side

Odia - 1840
"ଦାଉଦ ଗାଦଙ୍କକ୍ସ୍ଟ କହିଲେ, ମୁ କି ଅସକ୍ସ୍ଟବିଧା ରେ ପଡିଗଲି। କିନ୍ତୁ ସଦାପ୍ରଭୁ ହେଉଛନ୍ତି ଦୟାପୂର୍ଣ୍ଣ, ସଦାପ୍ରଭୁ ଦଣ୍ତ ଦିଅନ୍ତକ୍ସ୍ଟ, କିନ୍ତୁ ମଣିଷ ହାତ ରେ ଦଣ୍ତ ନ ଦିଅନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦାଉଦ ଗାଦ୍କୁ କହିଲେ, ମୁଁ ବଡ଼ ଅକଳରେ ପଡ଼ିଲି, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ହସ୍ତରେ ପଡ଼ୁ; କାରଣ ତାହାଙ୍କ ଦୟା ପ୍ରଚୁର; ମାତ୍ର ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଗା‌‌‌‌ଦ୍‌‌‌‌କୁ କହିଲେ, “ମୁଁ କି ଅସୁବିଧାରେ ପଡ଼ିଗଲି। କିନ୍ତୁ ସଦାପ୍ରଭୁ ହେଉଛନ୍ତି ଦୟାପୂର୍ଣ୍ଣ, ସଦାପ୍ରଭୁ ଦଣ୍ତ ଦିଅନ୍ତୁ, କିନ୍ତୁ ମଣିଷ ହାତରେ ଦଣ୍ତ ନ ଦିଅନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦାଉଦ ଗାଦ୍‍କୁ କହିଲେ, “ମୁଁ ବଡ଼ ଅକଳରେ ପଡ଼ିଲି, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ହସ୍ତରେ ପଡ଼ୁ; କାରଣ ତାହାଙ୍କ ଦୟା ପ୍ରଚୁର; ମାତ୍ର ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦାଉଦ ଗାଦ୍‍କୁ କହିଲେ, “ମୁଁ ବଡ଼ ଅକଳରେ ପଡ଼ିଲି, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ହସ୍ତରେ ପଡ଼ୁ; କାରଣ ତାହାଙ୍କ ଦୟା ପ୍ରଚୁର; ମାତ୍ର ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।”