2 Samuel 24:15 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ ଇଶ୍ରାୟେଲକକ୍ସ୍ଟ ମହାମାରୀ ପଠାଇଲେ। ଏହି ପ୍ରତକ୍ସ୍ଟ୍ଯଷରକ୍ସ୍ଟ ଆରମ୍ଭ ହାଇେ ନିର୍ଦ୍ଧିଷ୍ଟ ସମୟ ପର୍ୟ୍ଯନ୍ତ ଗ୍ଭଲକ୍ସ୍ଟ ରହିଲା। ତେଣୁ ଦାନଠାରକ୍ସ୍ଟ ବେର୍ଶବୋ ପର୍ୟ୍ଯନ୍ତ 70,000 ଲୋକ ମୃତକ୍ସ୍ଟ୍ଯବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁ ପ୍ରାତଃକାଳ ଅବଧି ନିରୂପିତ ସମୟ ପର୍ଯ୍ୟନ୍ତ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଦାନ୍‍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରୁ ସତୁରି ହଜାର ଲୋକ ମଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ଇସ୍ରାଏଲକୁ ମହାମାରୀ ପଠାଇଲେ। ଏହି ପ୍ରତ୍ୟୁଷରୁ ଆରମ୍ଭ ହୋଇ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ଗ୍ଭଲୁ ରହିଲା। ତେଣୁ ଦା‌ନ୍‌ଠାରୁ ବେ‌ର୍‌ଶେବା ପର୍ଯ୍ୟନ୍ତ 70,000 ଲୋକ ମୃତ୍ୟୁବରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁ ପ୍ରାତଃକାଳ ଅବଧି ନିରୂପିତ ସମୟ ପର୍ଯ୍ୟନ୍ତ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରୁ ସତୁରି ହଜାର ଲୋକ ମଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁ ପ୍ରାତଃକାଳ ଅବଧି ନିରୂପିତ ସମୟ ପର୍ଯ୍ୟନ୍ତ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରୁ ସତୁରି ହଜାର ଲୋକ ମଲେ।