2 Samuel 24:16 — Compare Translations

5 translations compared side by side

Odia - 1840
"ଦୂତ ଯିରୁଶାଲମକୁ ଧ୍ବଂସ କରିବା ପାଇଁ ତହିଁ ଆଡକକ୍ସ୍ଟ ହସ୍ତ ବିସ୍ତାର କଲେ। କିନ୍ତୁ ସଦାପ୍ରଭୁ ଏକର୍ମ ପାଇଁ ଦକ୍ସ୍ଟଃଖ ପ୍ରକାଶ କଲେ। ସଦାପ୍ରଭୁ ଦୂତଙ୍କକ୍ସ୍ଟ କହିଲେ, ଯେଉଁ ଲୋକମାନଙ୍କୁ ମାରିଅଛ ତାହା ୟଥେଷ୍ଟ, ତକ୍ସ୍ଟମ୍ଭ ହସ୍ତ ନତ କର। ଏହି ସମୟରେ ସହେି ଦୂତ ୟିବୂଷୀଯ ଅରୌଣା ରେ ଶସ୍ଯ ମର୍ଦ୍ଦନ ସ୍ଥାନ ନିକଟରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର । ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦୂତ ଯିରୁଶାଲମକୁ ଧ୍ୱଂସ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କଲେ। କିନ୍ତୁ ସଦାପ୍ରଭୁ ଏକର୍ମ ପାଇଁ ଦୁଃଖ ପ୍ରକାଶ କଲେ। ସଦାପ୍ରଭୁ ଦୂତଙ୍କୁ କହିଲେ, “ଯେଉଁ ଲୋକମାନଙ୍କୁ ମାରିଅଛ ତାହା ଯଥେଷ୍ଟ, ତୁମ୍ଭ ହସ୍ତ ନତ କର।” ଏହି ସମୟରେ ସେହି ଦୂତ ଯିବୂଷୀୟ ଅରୌଣାରେ ଶସ୍ୟ ମର୍ଦ୍ଦନ ସ୍ଥାନ ନିକଟରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା।
Odia IRV 2017 (ଓଡିଆ ବାଇବେଲ)