2 Samuel 24:17 — Compare Translations

5 translations compared side by side

Odia - 1840
"ପକ୍ସ୍ଟଣି ଦାଉଦ ସହେି ଲୋକ ସଂହାରକ ଦୂତକକ୍ସ୍ଟ ଦେଖି ସଦାପ୍ରଭୁଙ୍କୁ କହିଲେ, ଦେଖ, ମୁ ପାପ କଲି ଓ ମୁ ହିଁ ଅପରାଧି ହଲିେ। ମାତ୍ର ଏହି ମଷଗେଣ କ'ଣ କଲେ? ବିନଯ କରୁଅଛି ତକ୍ସ୍ଟମ୍ଭ ହସ୍ତ ମାେ' ପ୍ରତିକୂଳ ରେ ଓ ମାେ' ପିତୃଗୃହର ପ୍ରତିକୂଳ ରେ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ସେହି ବିନାଶକ ଦୂତକୁ ଦେଖି ସଦାପ୍ରଭୁଙ୍କୁ କହିଲେ, ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ତୁମ୍ଭ ହସ୍ତ ମୋʼ ପ୍ରତିକୂଳରେ ଓ ମୋʼ ପିତୃଗୃହର ପ୍ରତିକୂଳରେ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଅରୌଣାର ଶସ୍ୟ ମର୍ଦ୍ଦନ ସ୍ଥାନକୁ କିଣିଲେ ପୁଣି ଦାଉଦ ସେହି ସଂହାରକ ଦୂତକୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି। ମାତ୍ର ଏହି ମେଷଗଣ କ’ଣ କଲେ? ବିନୟ କରୁଅଛି ତୁମ୍ଭ ହସ୍ତ ମୋ’ ପ୍ରତିକୂଳରେ ଓ ମୋ’ ପିତୃଗୃହର ପ୍ରତିକୂଳରେ ହେଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଦାଉଦ ସେହି ବିନାଶକ ଦୂତଙ୍କୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ତୁମ୍ଭ ହସ୍ତ ମୋʼ ବିରୁଦ୍ଧରେ ଓ ମୋʼ ପିତୃଗୃହର ବିରୁଦ୍ଧରେ ହେଉ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ଦାଉଦ ସେହି ବିନାଶକ ଦୂତଙ୍କୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ତୁମ୍ଭ ହସ୍ତ ମୋ’ ବିରୁଦ୍ଧରେ ଓ ମୋ’ ପିତୃଗୃହର ବିରୁଦ୍ଧରେ ହେଉ।”