2 Samuel 24:18 — Compare Translations
5 translations compared side by side
Odia - 1840
"ସହେିଦିନ ଗାଦ ଦାଉଦଙ୍କ ନିକଟକକ୍ସ୍ଟ ୟାଇ ତାହାଙ୍କକ୍ସ୍ଟ କହିଲା, ୟାଅ, ୟିବୂଷୀଯ ଅରୌଣାର ଶସ୍ଯ ମର୍ଦ୍ଦନ ସ୍ଥାନ ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ସ୍ଥାପନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦିନ ଗାଦ୍ ଦାଉଦଙ୍କ ନିକଟକୁ ଯାଇ ତାଙ୍କୁ କହିଲା, ଯାଅ, ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କର ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ଗାଦ୍ ଦାଉଦଙ୍କ ନିକଟକୁ ଯାଇ ତାହାଙ୍କୁ କହିଲା, “ଯାଅ, ଯିବୂଷୀୟ ଅରୌଣାର ଶସ୍ୟ ମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ଗାଦ୍ ଦାଉଦଙ୍କ ନିକଟକୁ ଯାଇ ତାଙ୍କୁ କହିଲା, “ଯାଅ, ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କର।”
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ଗାଦ୍ ଦାଉଦଙ୍କ ନିକଟକୁ ଯାଇ ତାଙ୍କୁ କହିଲା, “ଯାଅ, ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କର।”