2 Samuel 24:19 — Compare Translations
5 translations compared side by side
Odia - 1840
"ତେଣୁ ଦାଉଦ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗାଦର ବାକ୍ଯନକ୍ସ୍ଟସା ରେ ଉଠି ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ଦାଉଦ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗାଦ୍ର ବାକ୍ୟାନୁସାରେ ଉଠିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଦାଉଦ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗାଦ୍ର ବାକ୍ୟନୁସାରେ ଉଠି ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ଦାଉଦ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗାଦ୍ର ବାକ୍ୟାନୁସାରେ ଉଠିଗଲେ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ଦାଉଦ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗାଦ୍ର ବାକ୍ୟାନୁସାରେ ଉଠିଗଲେ।