2 Samuel 24:2 — Compare Translations
5 translations compared side by side
Odia - 1840
"ରାଜା ଦାଉଦ ତାଙ୍କର ସନୋପତି ଯୋୟାବକକ୍ସ୍ଟ ଡାକି କହିଲେ, ତୁମ୍ଭମାନେେ ଦାନଠାରକ୍ସ୍ଟ ବରେଶବୋ ପର୍ୟ୍ଯନ୍ତ ଇଶ୍ରାୟେଲର ସମସ୍ତ ବଂଶ ଦଇେ ଭ୍ରମଣ କରି ଲୋକମାନଙ୍କୁ ଗଣନା କର। ତାହା ହେଲେ ମୁ ଲୋକମାନଙ୍କର ସଂଖ୍ଯା ଜାଣି ପାରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରାଜା ଆପଣା ନିକଟସ୍ଥ ସେନାପତି ଯୋୟାବକୁ କହିଲେ; ତୁମ୍ଭେମାନେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟ ଦେଇ ଭ୍ରମଣ କରି ଲୋକମାନଙ୍କୁ ଗଣନା କର, ତାହାହେଲେ ମୁଁ ଲୋକମାନଙ୍କର ସଂଖ୍ୟା ଜାଣି ପାରିବି ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଦାଉଦ ତାଙ୍କର ସେନାପତି ଯୋୟାବକୁ ଡାକି କହିଲେ, “ତୁମ୍ଭେମାନେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଇସ୍ରାଏଲର ସମସ୍ତ ବଂଶ ଦେଇ ଭ୍ରମଣ କରି ଲୋକମାନଙ୍କୁ ଗଣନା କର। ତାହାହେଲେ ମୁଁ ଲୋକମାନଙ୍କର ସଂଖ୍ୟା ଜାଣି ପାରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରାଜା ଆପଣା ନିକଟସ୍ଥ ସେନାପତି ଯୋୟାବଙ୍କୁ କହିଲେ; “ତୁମ୍ଭେମାନେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟଦେଇ ଭ୍ରମଣ କରି ଲୋକମାନଙ୍କୁ ଗଣନା କର, ତାହାହେଲେ ମୁଁ ଲୋକମାନଙ୍କର ସଂଖ୍ୟା ଜାଣି ପାରିବି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରାଜା ଆପଣା ନିକଟସ୍ଥ ସେନାପତି ଯୋୟାବଙ୍କୁ କହିଲେ; “ତୁମ୍ଭେମାନେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟ ଦେଇ ଭ୍ରମଣ କରି ଲୋକମାନଙ୍କୁ ଗଣନା କର, ତାହାହେଲେ ମୁଁ ଲୋକମାନଙ୍କର ସଂଖ୍ୟା ଜାଣି ପାରିବି।”