2 Samuel 24:20 — Compare Translations
5 translations compared side by side
Odia - 1840
"ସେତବେେଳେ ଅରୌଣା ଅନାଇ ଦେଖିଲା ଯେ ରାଜ୍ଯ ଓ ତାଙ୍କର ଦାସମାନେ ତାଙ୍କ ଆଡକକ୍ସ୍ଟ ଆସକ୍ସ୍ଟ ଅଛନ୍ତି। ତହିଁରେ ଅରୌଣା ବାହା ରେ ଆସି ରାଜାଙ୍କ ନିକଟରେ ମକ୍ସ୍ଟହଁ ମାଡି ଭୂମିଷ୍ଠ ପ୍ରଣାମ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଅରୌଣା ଅନାଇ ଦେଖିଲା ଯେ, ରାଜା ଓ ତାଙ୍କର ଦାସମାନେ ତାହା ଆଡ଼କୁ ଆସୁଅଛନ୍ତି; ତହିଁରେ ଅରୌଣା ବାହାରେ ଆସି ରାଜାଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଅରୌଣା ଅନାଇ ଦେଖିଲା ଯେ ରାଜ୍ୟ ଓ ତାଙ୍କର ଦାସମାନେ ତାଙ୍କ ଆଡ଼କୁ ଆସୁ ଅଛନ୍ତି। ତହିଁରେ ଅରୌଣା ବାହାରେ ଆସି ରାଜାଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଅରୌଣା ଅନାଇ ଦେଖିଲା ଯେ, ରାଜା ଓ ତାଙ୍କର ଦାସମାନେ ତାହା ଆଡ଼କୁ ଆସୁଅଛନ୍ତି; ତହିଁରେ ଅରୌଣା ବାହାରେ ଆସି ରାଜାଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଅରୌଣା ଅନାଇ ଦେଖିଲା ଯେ, ରାଜା ଓ ତାଙ୍କର ଦାସମାନେ ତାହା ଆଡ଼କୁ ଆସୁଅଛନ୍ତି; ତହିଁରେ ଅରୌଣା ବାହାରେ ଆସି ରାଜାଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା।