2 Samuel 24:21 — Compare Translations

5 translations compared side by side

Odia - 1840
"ପକ୍ସ୍ଟଣି ଅରୌଣା ପଗ୍ଭରିଲା, ମାେ ପ୍ରଭକ୍ସ୍ଟ ମହାରାଜ ଆପଣା ଦାସ ନିକଟକକ୍ସ୍ଟ କି କାରଣ ରେ ଆସିଲେ? ସଦାପ୍ରଭୁଙ୍କ ପାଇଁ ବଦେୀ ତିଆରି କରିବାକୁ ମୁ ତୁମ୍ଭର ଖଳାର ଭୂମି କିଣିବାକକ୍ସ୍ଟ ଆସିଛି। ତା'ପରେ ମହାମାରୀ ବନ୍ଦ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅରୌଣା ପଚାରିଲା, ମୋʼ ପ୍ରଭୁ ମହାରାଜ ଆପଣା ଦାସ ନିକଟକୁ କି ନିମନ୍ତେ ଆସିଲେ? ତହିଁରେ ଦାଉଦ କହିଲେ, ଲୋକମାନଙ୍କ ମଧ୍ୟରୁ ଯେପରି ମହାମାରୀ ନିବୃତ୍ତ ହେବ, ଏଥିପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବା, କାରଣ ତୁମ୍ଭଠାରୁ ଶସ୍ୟମର୍ଦ୍ଦନ ସ୍ଥାନ କିଣିବାକୁ ଆସିଲି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଅରୌଣା ପଗ୍ଭରିଲା, “ମୋ’ ପ୍ରଭୁ ମହାରାଜ ଆପଣା ଦାସ ନିକଟକୁ କି କାରଣରେ ଆସିଲେ?” ସଦାପ୍ରଭୁଙ୍କ ପାଇଁ ବେଦି ତିଆରି କରିବାକୁ ମୁଁ ତୁମ୍ଭର ଖଳାର ଭୂମି କିଣିବାକୁ ଆସିଅଛି। ତା’ପରେ ମହାମାରୀ ବନ୍ଦ ହେବ। ତହିଁରେ ଦାଉଦ କହିଲେ, “ଲୋକମାନଙ୍କ ମଧ୍ୟରୁ ଯେମନ୍ତ ମହାମାରୀ ନିବୃତ୍ତ ହେବ। ଏଥିପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବ। କାରଣ ତୁମ୍ଭଠାରୁ ଶସ୍ୟ ମର୍ଦ୍ଦନ ସ୍ଥାନ କିଣିବାକୁ ଆସିଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଅରୌଣା ପଚାରିଲା, “ମୋʼ ପ୍ରଭୁ ମହାରାଜ ଆପଣା ଦାସ ନିକଟକୁ କି ନିମନ୍ତେ ଆସିଲେ?” ତହିଁରେ ଦାଉଦ କହିଲେ, “ଲୋକମାନଙ୍କ ମଧ୍ୟରୁ ଯେପରି ମହାମାରୀ ନିବୃତ୍ତ ହେବ, ଏଥିପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବା, ତେଣୁ ତୁମ୍ଭଠାରୁ ଶସ୍ୟମର୍ଦ୍ଦନ ସ୍ଥାନ କିଣିବାକୁ ଆସିଲି।”
Odia IRV 2017 (ଓଡିଆ ବାଇବେଲ)
ପୁଣି ଅରୌଣା ପଚାରିଲା, “ମୋ’ ପ୍ରଭୁ ମହାରାଜ ଆପଣା ଦାସ ନିକଟକୁ କି ନିମନ୍ତେ ଆସିଲେ?” ତହିଁରେ ଦାଉଦ କହିଲେ, “ଲୋକମାନଙ୍କ ମଧ୍ୟରୁ ଯେପରି ମହାମାରୀ ନିବୃତ୍ତ ହେବ, ଏଥିପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବା, ତେଣୁ ତୁମ୍ଭଠାରୁ ଶସ୍ୟମର୍ଦ୍ଦନ ସ୍ଥାନ କିଣିବାକୁ ଆସିଲି।”