2 Samuel 24:22 — Compare Translations

5 translations compared side by side

Odia - 1840
"ତହକ୍ସ୍ଟଁ ଅରୌଣା ଦାଉଦଙ୍କକ୍ସ୍ଟ କହିଲା, ମାେ ପ୍ରଭକ୍ସ୍ଟ ମହାରାଜା ଆପଣଙ୍କକ୍ସ୍ଟ ଯାହା ଭଲ ଲାଗେ ତାହା ଦଇେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନବୈେଦ୍ଯ ଉତ୍ସର୍ଗ କରନ୍ତକ୍ସ୍ଟ। ଦେଖନ୍ତକ୍ସ୍ଟ ହାମବେଳି ନିମନ୍ତେ ଏହି ବୃଷକକ୍ସ୍ଟ ଓ କାଠ ନିମନ୍ତେ ଏହି ଶସ୍ଯ ମର୍ଦ୍ଦନ ୟନ୍ତ୍ର ସଜ୍ଜ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଅରୌଣା ଦାଉଦଙ୍କୁ କହିଲା, ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତୁ; ଦେଖନ୍ତୁ, ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ବୃଷମାନଙ୍କ ସାଜ ଅଛି;
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଅରୌଣା ଦାଉଦଙ୍କୁ କହିଲା, “ମୋ’ ପ୍ରଭୁ ମହାରାଜା ଆପଣଙ୍କୁ ଯାହା ଭଲ ଲାଗେ ତାହା ଦେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଉତ୍ସର୍ଗ କରନ୍ତୁ। ଦେଖନ୍ତୁ ହୋମବଳି ନିମନ୍ତେ ଏହି ବୃଷକୁ ଓ କାଠ ନିମନ୍ତେ ଏହି ଶସ୍ୟ ମର୍ଦ୍ଦନ ଯନ୍ତ୍ର ସଜ୍ଜ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଅରୌଣା ଦାଉଦଙ୍କୁ କହିଲା, “ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତୁ; ଦେଖନ୍ତୁ, ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ବୃଷମାନଙ୍କ ସାଜ ଅଛି;”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଅରୌଣା ଦାଉଦଙ୍କୁ କହିଲା, “ମୋ’ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତୁ; ଦେଖନ୍ତୁ, ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ବୃଷମାନଙ୍କ ସାଜ ଅଛି;