2 Samuel 24:23 — Compare Translations
5 translations compared side by side
Odia - 1840
"ହେ ମହାରାଜ ଅରୌଣା ଏ ସମସ୍ତ ମହାରାଜାଙ୍କକ୍ସ୍ଟ ଦେଉଅଛି। ପକ୍ସ୍ଟଣି ଅରୌଣା ରାଜାଙ୍କକ୍ସ୍ଟ କହିଲା, ସଦାପ୍ରଭୁ ଆପଣଙ୍କ ପରମେଶ୍ବର ଆପଣଙ୍କକ୍ସ୍ଟ ଗ୍ରହଣ କରନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମହାରାଜ, ଅରୌଣା ଏସମସ୍ତ ମହାରାଜଙ୍କୁ ଦେଉଅଛି । ଆହୁରି ଅରୌଣା ରାଜାଙ୍କୁ କହିଲା, ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ଆପଣଙ୍କୁ ଗ୍ରହଣ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମହାରାଜ, ଅରୌଣା ଏ ସମସ୍ତ ମହାରାଜାଙ୍କୁ ଦେଉଅଛି।” ପୁଣି ଅରୌଣା ରାଜାଙ୍କୁ କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କୁ ଗ୍ରହଣ କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମହାରାଜ, ଅରୌଣା ଏସମସ୍ତ ମହାରାଜଙ୍କୁ ଦେଉଅଛି। ଆହୁରି ଅରୌଣା ରାଜାଙ୍କୁ କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କୁ ଗ୍ରହଣ କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ହେ ମହାରାଜ, ଅରୌଣା ଏସମସ୍ତ ମହାରାଜଙ୍କୁ ଦେଉଅଛି। ଆହୁରି ଅରୌଣା ରାଜାଙ୍କୁ କହିଲା, ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କୁ ଗ୍ରହଣ କରନ୍ତୁ।”