2 Samuel 24:25 — Compare Translations

5 translations compared side by side

Odia - 1840
"ପକ୍ସ୍ଟଣି ଦାଉଦ ସହେି ସ୍ଥାନ ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ନିର୍ମାଣ କରି ହାମବେଳି ଓ ମଙ୍ଗଳାର୍ଥ ବଳି ଓ ଶାନ୍ତି ନବୈେଦ୍ଯ ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକବଳି ଉତ୍ସର୍ଗ କଲେ । ତହିଁରେ ସଦାପ୍ରଭୁ ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ, ପୁଣି ଇସ୍ରାଏଲ ମଧ୍ୟରୁ ମହାମାରୀ ନିବୃତ୍ତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥ ବଳି ଓ ଶାନ୍ତି ନୈବେଦ୍ୟ ଉତ୍ସର୍ଗ କଲେ। ତହିଁରେ ସଦାପ୍ରଭୁ ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ। ପୁଣି ଇସ୍ରାଏଲ ମଧ୍ୟରୁ ମହାମାରୀ ନିବୃତ୍ତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ତହିଁରେ ସଦାପ୍ରଭୁ ବିନତି ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ, ପୁଣି ଇସ୍ରାଏଲ ମଧ୍ୟରୁ ମହାମାରୀ ନିବୃତ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକବଳି ଉତ୍ସର୍ଗ କଲେ। ତହିଁରେ ସଦାପ୍ରଭୁ ବିନତି ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ, ପୁଣି ଇସ୍ରାଏଲ ମଧ୍ୟରୁ ମହାମାରୀ ନିବୃତ୍ତ ହେଲା।