2 Samuel 24:3 — Compare Translations
5 translations compared side by side
Odia - 1840
"କିନ୍ତୁ ଯୋୟାବ ରାଜାଙ୍କକ୍ସ୍ଟ କହିଲେ, ଏବେ ଯେତେ ଲୋକ ଅଛନ୍ତି ସଦାପ୍ରଭୁ ଆପଣଙ୍କ ପରମେଶ୍ବର ସମାନଙ୍କେୁ 100 ଗକ୍ସ୍ଟଣ ବୃଦ୍ଧି କରାନ୍ତକ୍ସ୍ଟ ଓ ମାେ ପ୍ରଭକ୍ସ୍ଟ ମହାରାଜାଙ୍କ ଚକ୍ଷକ୍ସ୍ଟ ତାହା ଦେଖକ୍ସ୍ଟ। କାହିଁକି ରାଜା ସହେି କାର୍ୟ୍ଯ କରିବାକୁ ଗ୍ଭହାନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯୋୟାବ ରାଜାଙ୍କୁ କହିଲା, ଏବେ ଯେତେ ଲୋକ ଅଛନ୍ତି; ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ସେମାନଙ୍କୁ ଶତଗୁଣ ବୃଦ୍ଧି କରନ୍ତୁ ଓ ମୋʼ ପ୍ରଭୁ ମହାରାଜଙ୍କ ଚକ୍ଷୁ ତାହା ଦେଖୁ; ମାତ୍ର ମୋʼ ପ୍ରଭୁ ମହାରାଜ ଏପରି କର୍ମ କରିବା ପାଇଁ କାହିଁକି ସନ୍ତୋଷ ପାଉଅଛନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୋୟାବ ରାଜାଙ୍କୁ କହିଲେ, “ଏବେ ଯେତେ ଲୋକ ଅଛନ୍ତି ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ସେମାନଙ୍କୁ 100 ଗୁଣ ବୃଦ୍ଧି କରାନ୍ତୁ ଓ ମୋ’ ପ୍ରଭୁ ମହାରାଜାଙ୍କ ଚକ୍ଷୁ ତାହା ଦେଖୁ। କାହିଁକି ରାଜା ସେହି କାର୍ଯ୍ୟ କରିବାକୁ ଗ୍ଭହାନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯୋୟାବ ରାଜାଙ୍କୁ କହିଲା, “ଏବେ ଯେତେ ଲୋକ ଅଛନ୍ତି; ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ସେମାନଙ୍କୁ ଶତଗୁଣ ବୃଦ୍ଧି କରନ୍ତୁ ଓ ମୋʼ ପ୍ରଭୁ ମହାରାଜଙ୍କ ଚକ୍ଷୁ ତାହା ଦେଖୁ; ମାତ୍ର ମୋʼ ପ୍ରଭୁ ମହାରାଜ ଏପରି କରିବା ପାଇଁ କାହିଁକି ଚାହୁଁଅଛନ୍ତି?”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯୋୟାବ ରାଜାଙ୍କୁ କହିଲା, “ଏବେ ଯେତେ ଲୋକ ଅଛନ୍ତି; ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ସେମାନଙ୍କୁ ଶତଗୁଣ ବୃଦ୍ଧି କରନ୍ତୁ ଓ ମୋ’ ପ୍ରଭୁ ମହାରାଜଙ୍କ ଚକ୍ଷୁ ତାହା ଦେଖୁ; ମାତ୍ର ମୋ’ ପ୍ରଭୁ ମହାରାଜ ଏପରି କରିବା ପାଇଁ କାହିଁକି ଚାହୁଁ ଅଛନ୍ତି?”