2 Samuel 24:4 — Compare Translations

5 translations compared side by side

Odia - 1840
"ରାଜା ଦାଉଦ ଗକ୍ସ୍ଟରକ୍ସ୍ଟତର ସହକା ରେ ଆଦେଶ ଦେଲେ ଯୋୟାବ ଓ ତାଙ୍କର ସନୋଧ୍ଯକ୍ଷଙ୍କକ୍ସ୍ଟ, ଲୋକମାନଙ୍କୁ ଗଣିବା ପାଇଁ। ତେଣୁ ଯୋୟାବ ଓ ସନୋଧ୍ଯକ୍ଷମାନେ ରାଜାଙ୍କ ପାଖରକ୍ସ୍ଟ ଇଶ୍ରାୟେଲ ଲୋକମାନଙ୍କୁ ଗଣନା କରିବାକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଯୋୟାବ ଉପରେ ଓ ସେନାପତିମାନଙ୍କ ଉପରେ ରାଜାଙ୍କ ବାକ୍ୟ ପ୍ରବଳ ହେଲା । ତହୁଁ ଯୋୟାବ ଓ ସେନାପତିମାନେ ଇସ୍ରାଏଲ ଲୋକମାନଙ୍କୁ ଗଣନା କରିବା ପାଇଁ ରାଜାଙ୍କ ସାକ୍ଷାତରୁ ଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଦାଉଦ ଗୁରୁତର ସହକାରେ ଆଦେଶ ଦେଲେ ଯୋୟାବ ଓ ତାଙ୍କର ସେନାଧ୍ୟକ୍ଷଙ୍କୁ, ଲୋକମାନଙ୍କୁ ଗଣିବା ପାଇଁ। ତେଣୁ ଯୋୟାବ ଓ ସେନାଧ୍ୟକ୍ଷମାନେ ରାଜାଙ୍କ ପାଖରୁ ଇସ୍ରାଏଲ ଲୋକମାନଙ୍କୁ ଗଣନା କରିବାକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଯୋୟାବ ଉପରେ ଓ ସେନାପତିମାନଙ୍କ ଉପରେ ରାଜାଙ୍କ ବାକ୍ୟ ପ୍ରବଳ ହେଲା। ତହୁଁ ଯୋୟାବ ଓ ସେନାପତିମାନେ ଇସ୍ରାଏଲ ଲୋକମାନଙ୍କୁ ଗଣନା କରିବା ପାଇଁ ରାଜାଙ୍କ ସାକ୍ଷାତରୁ ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଯୋୟାବ ଉପରେ ଓ ସେନାପତିମାନଙ୍କ ଉପରେ ରାଜାଙ୍କ ବାକ୍ୟ ପ୍ରବଳ ହେଲା। ତହୁଁ ଯୋୟାବ ଓ ସେନାପତିମାନେ ଇସ୍ରାଏଲ ଲୋକମାନଙ୍କୁ ଗଣନା କରିବା ପାଇଁ ରାଜାଙ୍କ ସାକ୍ଷାତରୁ ଗମନ କଲେ।