2 Samuel 24:5 — Compare Translations

5 translations compared side by side

Odia - 1840
"ସମାନେେ ୟର୍ଦ୍ଦନ ନଦୀ ପାର ହାଇେ ଗଲେ। ସମାନେେ ଅରୋଯରେ ରେ ସନୋ ଛାଉଣୀ ପକାଇଲେ। ସମାନଙ୍କେର ଛାଉଣୀ ସହରର ଦକ୍ଷିଣ ପାଶର୍‌ବ ରେ ରହିଲା। ସହରଟି ଗାଦ ଉପତ୍ୟକାର ମଧିଅରେ ଅବସ୍ଥିତ ଥିଲା, ଯାହାକି ୟା ସରେ ପର୍ୟ୍ଯନ୍ତ ବିସ୍ତୃତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେମାନେ ଯର୍ଦ୍ଦନ ପାର ହୋଇ ଅରୋୟେରରେ ଗାଦ୍ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରର ଦକ୍ଷିଣ ପାଖରେ, ତହୁଁ ଯାସେର ପର୍ଯ୍ୟନ୍ତ ଛାଉଣି ସ୍ଥାପନ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯର୍ଦ୍ଦନ ନଦୀ ପାର ହୋଇ ଗଲେ। ସେମାନେ ଅରୋୟେରରେ ସେନା ଛାଉଣି ପକାଇଲେ। ସେମାନଙ୍କର ଛାଉଣି ସହରର ଦକ୍ଷିଣ ପାର୍ଶ୍ୱରେ ରହିଲା। ସହରଟି ଗାଦ୍ ଉପତ୍ୟକାର ମଧ୍ୟରେ ଅବସ୍ଥିତ ଥିଲା, ଯାହାକି ଯାସେର ପର୍ଯ୍ୟନ୍ତ ବିସ୍ତୃତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେମାନେ ଯର୍ଦ୍ଦନ ପାର ହୋଇ ଅରୋୟେରରେ ଗାଦ୍‍ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରର ଦକ୍ଷିଣ ପାଖରେ ଛାଉଣି ସ୍ଥାପନ କଲେ, ଓ ଗାଦ୍‍ରୁ ଯାସେର ପର୍ଯ୍ୟନ୍ତ ଯାତ୍ରା କଲେ;
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେମାନେ ଯର୍ଦ୍ଦନ ପାର ହୋଇ ଅରୋୟେରରେ ଗାଦ୍‍ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରର ଦକ୍ଷିଣ ପାଖରେ ଛାଉଣି ସ୍ଥାପନ କଲେ, ଓ ଗାଦ୍‍ରୁ ଯାସେର ପର୍ଯ୍ୟନ୍ତ ଯାତ୍ରା କଲେ;