2 Samuel 24:6 — Compare Translations

5 translations compared side by side

Odia - 1840
"ତା'ପରେ ସମାନେେ ପୂର୍ବ ରେ ଥିବା ଗିଲିଯଦ୍କକ୍ସ୍ଟ ଓ ତହତୀମ୍ ହଦ୍ଶି ଦେଶକକ୍ସ୍ଟ ଗଲେ। ତା'ପରେ ସମାନେେ ବକ୍ସ୍ଟଲି ସୀଦୋନକକ୍ସ୍ଟ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରୁ ସେମାନେ ଗିଲୀୟଦକୁ ଓ ତହତୀମ୍-ହଦ୍ଶି ଦେଶକୁ ଆସିଲେ; ତହୁଁ ସେମାନେ ଦାନ୍-ଯାନକୁ ଓ ସେଠାରୁ ବୁଲି ସୀଦୋନକୁ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ପୂର୍ବରେ ଥିବା ଗିଲିୟ‌‌‌‌ଦ୍‌‌‌‌କୁ ଓ ତହତୀମ୍ ହ‌‌‌‌ଦ୍‌‌‌‌ଶି ଦେଶକୁ ଗଲେ। ତା’ପରେ ସେମାନେ ବୁଲି ସୀଦୋନକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ସେମାନେ ଗିଲୀୟଦକୁ ଓ ତହତୀମ୍‍-ହଦ୍‍ଶି ଦେଶକୁ ଆସିଲେ; ତହୁଁ ସେମାନେ ଦାନ୍‍-ଯାନକୁ ଓ ସେଠାରୁ ବୁଲି ସୀଦୋନକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରୁ ସେମାନେ ଗିଲୀୟଦକୁ ଓ ତହତୀମ୍‍ହଦ୍‍ଶି ଦେଶକୁ ଆସିଲେ; ତହୁଁ ସେମାନେ ଦାନ୍‍-ଯାନକୁ ଓ ସେଠାରୁ ବୁଲି ସୀଦୋନକୁ ଆସିଲେ।