2 Samuel 24:7 — Compare Translations

5 translations compared side by side

Odia - 1840
"ସମାନେେ ସୋର ଗଡ ରେ ଓ ହିଦ୍ଦୀଯମାନଙ୍କ ଓ କିଣାନୀଯମାନଙ୍କ ସମସ୍ତ ନଗରୀ ରେ ପହଁଞ୍ଚିଲେ। ସମାନେେ ବରେଶବୋ ରେ ୟିହକ୍ସ୍ଟଦାର ଦକ୍ଷିଣାଞ୍ଚଳକକ୍ସ୍ଟ ବାହାରି ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସୋର ଗଡ଼ରେ ଓ ହିବ୍ବୀୟମାନଙ୍କର ଓ କିଣାନୀୟମାନଙ୍କ ସମସ୍ତ ନଗରରେ ଉପସ୍ଥିତ ହେଲେ; ପୁଣି ସେମାନେ ବେରଶେବାରେ ଯିହୁଦାର ଦକ୍ଷିଣାଞ୍ଚଳକୁ ବାହାରି ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସୋର ଗଡ଼ରେ ଓ ହିବ୍ବୀୟମାନଙ୍କ ଓ କିଣାନୀୟମାନଙ୍କ ସମସ୍ତ ନଗରରେ ପହଞ୍ଚିଲେ। ସେମାନେ ‌ବେ‌ର୍‌ଶେବାରେ ଯିହୁଦାର ଦକ୍ଷିଣାଞ୍ଚଳକୁ ବାହାରି ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସୋର ଗଡ଼ରେ ଓ ହିବ୍ବୀୟମାନଙ୍କର ଓ କିଣାନୀୟମାନଙ୍କ ସମସ୍ତ ନଗରରେ ଉପସ୍ଥିତ ହେଲେ; ପୁଣି ସେମାନେ ବେର୍‍ଶେବାରେ ଯିହୁଦାର ଦକ୍ଷିଣାଞ୍ଚଳକୁ ବାହାରିଗଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସୋର ଗଡ଼ରେ ଓ ହିବ୍ବୀୟମାନଙ୍କର ଓ କିଣାନୀୟମାନଙ୍କ ସମସ୍ତ ନଗରରେ ଉପସ୍ଥିତ ହେଲେ; ପୁଣି ସେମାନେ ବେର୍‍ଶେବାରେ ଯିହୁଦାର ଦକ୍ଷିଣାଞ୍ଚଳକୁ ବାହାରି ଗଲେ।