2 Samuel 24:8 — Compare Translations

5 translations compared side by side

Odia - 1840
"ଏହା ତାଙ୍କୁ 9 ମାସ 20 ଦିନ ସମୟ ଲାଗିଲା। ଏହାପରେ ସମାନେେ ଯିରୁଶାଲମକୁ ଫରେି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେମାନେ ସମୁଦାୟ ଦେଶ ଦେଇ ଭ୍ରମଣ କଲା ଉତ୍ତାରେ ନଅ ମାସ କୋଡ଼ିଏ ଦିନର ଶେଷରେ ଯିରୂଶାଲମରେ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ତାଙ୍କୁ 9ମାସ 20ଦିନ ସମୟ ଲାଗିଲା। ଏହା ପରେ ସେମାନେ ଯିରୁଶାଲମକୁ ଫେରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେମାନେ ସମୁଦାୟ ଦେଶ ଦେଇ ଭ୍ରମଣ କଲା ଉତ୍ତାରେ ନଅ ମାସ କୋଡ଼ିଏ ଦିନର ଶେଷରେ ଯିରୂଶାଲମରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେମାନେ ସମୁଦାୟ ଦେଶ ଦେଇ ଭ୍ରମଣ କଲା ଉତ୍ତାରେ ନଅ ମାସ କୋଡ଼ିଏ ଦିନର ଶେଷରେ ଯିରୂଶାଲମରେ ଉପସ୍ଥିତ ହେଲେ।