2 Samuel 24:9 — Compare Translations

5 translations compared side by side

Odia - 1840
"ଯୋୟାବ ରାଜାଙ୍କକ୍ସ୍ଟ ଗଣନାର ଚିଠା ଦେଲେ। ଇଶ୍ରାୟେଲ ରେ ଖଡ୍ଗଧାରୀ 8,00,000 ବଳବାନ ଲୋକ ଓ ୟିହକ୍ସ୍ଟଦାର 5,00,000 ଲୋକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୋୟାବ ଗଣିତ ଲୋକମାନଙ୍କ ସଂଖ୍ୟା ରାଜାଙ୍କ ନିକଟରେ ସମର୍ପଣ କଲା; ଇସ୍ରାଏଲର ଖଡ଼୍‍ଗଧାରୀ ଆଠ ଲକ୍ଷ ବଳବାନ ଲୋକ ଓ ଯିହୁଦାର ପାଞ୍ଚ ଲକ୍ଷ ଲୋକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ରାଜାଙ୍କୁ ଗଣନାର ଚିଠା ଦେଲେ। ଇସ୍ରାଏଲରେ ‌‌ଖ‌ଡ଼୍‌ଗଧାରୀ 800,000 ବଳବାନ ଲୋକ ଓ ଯିହୁଦାର 500,000 ଲୋକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୋୟାବ ଗଣିତ ଯୋଦ୍ଧାମାନଙ୍କ ସଂଖ୍ୟା ରାଜାଙ୍କ ନିକଟରେ ସମର୍ପଣ କଲା; ଇସ୍ରାଏଲର ଖଡ୍ଗଧାରୀ ଆଠ ଲକ୍ଷ ବଳବାନ ଲୋକ ଓ ଯିହୁଦାର ପାଞ୍ଚ ଲକ୍ଷ ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୋୟାବ ଗଣିତ ଯୋଦ୍ଧାମାନଙ୍କ ସଂଖ୍ୟା ରାଜାଙ୍କ ନିକଟରେ ସମର୍ପଣ କଲା; ଇସ୍ରାଏଲର ଖଡ୍ଗଧାରୀ ଆଠ ଲକ୍ଷ ବଳବାନ ଲୋକ ଓ ଯିହୁଦାର ପାଞ୍ଚ ଲକ୍ଷ ଲୋକ ଥିଲେ।