2 Samuel 3:1 — Compare Translations

5 translations compared side by side

Odia - 1840
"ଏହିପରି ଭାବରେ, ଦୀର୍ଘଦିନ ଧରି ଦାଉଦ ଓ ଶାଉଲଙ୍କ ପରିବାର ମଧିଅରେ କ୍ରମାଗତ ୟକ୍ସ୍ଟଦ୍ଧ ଗ୍ଭଲିଲା। ଦାଉଦ ଧି ରେ ଧି ରେ ଶକ୍ତିଶାଳୀ ହବୋକକ୍ସ୍ଟ ଲାଗିଲେ ଏବଂ ଶାଉଲର ପରିବାର, ଦିନକକ୍ସ୍ଟ ଦିନ ଦୁର୍ବଳ ହବୋକକ୍ସ୍ଟ ଲାଗିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଦୀର୍ଘ କାଳ ଯୁଦ୍ଧ ହେଲା; ପୁଣି ଦାଉଦ ବେଳକୁବେଳ ବଳବାନ ହେଲେ, ମାତ୍ର ଶାଉଲ ବଂଶ ବେଳକୁବେଳ କ୍ଷୀଣ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ଓ ଯିହୁଦା ମଧ୍ୟରେ ଯୁଦ୍ଧ ଏହିପରି ଭାବରେ, ଦୀର୍ଘଦିନ ଧରି ଦାଉଦ ଓ ଶାଉଲଙ୍କ ପରିବାର ମଧ୍ୟରେ କ୍ରମାଗତ ଯୁଦ୍ଧ ଗ୍ଭଲିଲା। ଦାଉଦ ଧୀରେ ଧୀରେ ଶକ୍ତିଶାଳୀ ହେବାକୁ ଲାଗିଲେ ଏବଂ ଶାଉଲର ପରିବାର, ଦିନକୁ ଦିନ ଦୁର୍ବଳ ହେବାକୁ ଲାଗିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଦୀର୍ଘ କାଳ ଯୁଦ୍ଧ ହେଲା; ପୁଣି ଦାଉଦ ଧୀରେ ଧୀରେ ବଳବାନ ହେଲେ, ମାତ୍ର ଶାଉଲ ବଂଶ ଧୀରେ ଧୀରେ କ୍ଷୀଣ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଦୀର୍ଘ କାଳ ଯୁଦ୍ଧ ହେଲା; ପୁଣି ଦାଉଦ ଧୀରେ ଧୀରେ ବଳବାନ ହେଲେ, ମାତ୍ର ଶାଉଲ ବଂଶ ଧୀରେ ଧୀରେ କ୍ଷୀଣ ହେଲେ।