2 Samuel 3:10 — Compare Translations

4 translations compared side by side

Odia - 1840
"ସଦାପ୍ରଭୁ ଦାଉଦଙ୍କକ୍ସ୍ଟ ୟିହକ୍ସ୍ଟଦା ଏବଂ ଇଶ୍ରାୟେଲର ରାଜା କରିବେ। ସେ ଦାନଠାରକ୍ସ୍ଟ ବେର୍ଶବୋ ପର୍ୟ୍ଯନ୍ତ ଶାସନ କରିବେ। ଏବଂ ମୁ ଭାବକ୍ସ୍ଟଛି, ସଦାପ୍ରଭୁ ମାେ ଉପରେ ଅନ୍ଯାଯ କରିବେ ଯଦି ମୁ ତାହା ନକରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଦାଉଦଙ୍କ ବିଷୟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ଯେବେ ମୁଁ ତାଙ୍କ ପ୍ରତି ନ କରେ, ତେବେ ପରମେଶ୍ଵର ଅବ୍ନରକୁ ସେହି ଦଣ୍ତ ଓ ତହିଁରୁ ଅଧିକ ଦେଉନ୍ତୁ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଦାଉଦଙ୍କ ବିଷୟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ଯଦି ମୁଁ ତାଙ୍କ ପ୍ରତି ନ କରେ, ତେବେ ପରମେଶ୍ୱର ଅବ୍‍ନରକୁ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଦାଉଦଙ୍କ ବିଷୟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ଯଦି ମୁଁ ତାଙ୍କ ପ୍ରତି ନ କରେ, ତେବେ ପରମେଶ୍ୱର ଅବ୍‍ନରକୁ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।”