2 Samuel 3:12 — Compare Translations
5 translations compared side by side
Odia - 1840
"ଅବନର ଦାଉଦଙ୍କ ନିକଟକକ୍ସ୍ଟ ଦୂତଗଣ ପଠାଇଲେ ଏବଂ କହିଲେ, ଏ ଦେଶକକ୍ସ୍ଟ କିଏ ଶାସନ କରିବା ଯୋଗ୍ଯ ବ୍ଯକ୍ତି ବୋଲି ତୁମ୍ଭେ ଭାବକ୍ସ୍ଟଛ? ମାେ ସହିତ ତୁମ୍ଭେ ଏକ ଚକ୍ସ୍ଟକ୍ତି କର ଏବଂ ସମଗ୍ର ଇଶ୍ରାୟେଲ ଉପରେ ତୁମ୍ଭେ ରାଜତ୍ବ କରିବା ପାଇଁ ମୁ ତୁମ୍ଭକୁ ସାହାୟ୍ଯ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଅବ୍ନର ଆପଣା ପକ୍ଷରୁ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇ କହିଲା, ଏ ଦେଶ କାହାର? ଆହୁରି କହିଲା, ଆପଣ ମୋʼ ସଙ୍ଗରେ ନିୟମ କରନ୍ତୁ, ତହିଁରେ ଦେଖନ୍ତୁ, ସମସ୍ତ ଇସ୍ରାଏଲକୁ ଆପଣଙ୍କ ନିକଟକୁ ଆଣିବା ପାଇଁ ମୋʼ ହସ୍ତ ଆପଣଙ୍କର ସହାୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ନର ଦାଉଦଙ୍କ ନିକଟକୁ ଦୂତଗଣ ପଠାଇଲେ ଏବଂ କହିଲେ, “ଏ ଦେଶକୁ କିଏ ଶାସନ କରିବା ଯୋଗ୍ୟ ବ୍ୟକ୍ତି ବୋଲି ତୁମ୍ଭେ ଭାବୁଛ? ମୋ’ ସହିତ ତୁମ୍ଭେ ଏକ ଚୁକ୍ତି କର ଏବଂ ସମଗ୍ର ଇସ୍ରାଏଲ ଉପରେ ତୁମ୍ଭେ ରାଜତ୍ୱ କରିବା ପାଇଁ ମୁଁ ତୁମ୍ଭକୁ ସାହାଯ୍ୟ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଅବ୍ନର ଆପଣା ପକ୍ଷରୁ ଦାଉଦଙ୍କ ନିକଟକୁ ବାର୍ତ୍ତାବହ ପଠାଇ କହିଲା, “ଏ ଦେଶ କାହାର?” ଆହୁରି କହିଲା, “ଆପଣ ମୋʼ ସଙ୍ଗରେ ନିୟମ କରନ୍ତୁ, ତହିଁରେ ଦେଖନ୍ତୁ, ସମସ୍ତ ଇସ୍ରାଏଲକୁ ଆପଣଙ୍କ ନିକଟକୁ ଆଣିବା ପାଇଁ ମୋʼ ହସ୍ତ ଆପଣଙ୍କର ସହାୟ ହେବ।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଅବ୍ନର ଆପଣା ପକ୍ଷରୁ ଦାଉଦଙ୍କ ନିକଟକୁ ବାର୍ତ୍ତାବହ ପଠାଇ କହିଲା, “ଏ ଦେଶ କାହାର? ଆହୁରି କହିଲା, ‘ଆପଣ ମୋ’ ସଙ୍ଗରେ ନିୟମ କରନ୍ତୁ, ତହିଁରେ ଦେଖନ୍ତୁ, ସମସ୍ତ ଇସ୍ରାଏଲକୁ ଆପଣଙ୍କ ନିକଟକୁ ଆଣିବା ପାଇଁ ମୋ’ ହସ୍ତ ଆପଣଙ୍କର ସହାୟ ହେବ।’”