2 Samuel 3:13 — Compare Translations
5 translations compared side by side
Odia - 1840
"ଦାଉଦ କହିଲେ, ଉତ୍ତମ, ମୁ ତକ୍ସ୍ଟମ୍ଭ ସହିତ ଚକ୍ସ୍ଟକ୍ତି କରୁଅଛି। କିନ୍ତୁ ମୁ ତୁମ୍ଭକୁ ଗୋଟିଏ କଥା ପଗ୍ଭରିବି, ତୁମ୍ଭେ ଶାଉଲଙ୍କର କନ୍ଯା ମୀଖଲକକ୍ସ୍ଟ ମାେ ସମ୍ମକ୍ସ୍ଟଖକକ୍ସ୍ଟ ନ ଆଣିବା ପର୍ୟ୍ଯନ୍ତ ମୁ ତୁମ୍ଭକୁ ସାକ୍ଷାତ କରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ କହିଲେ, ଭଲ; ମୁଁ ତୁମ୍ଭ ସଙ୍ଗରେ ନିୟମ କରିବି; ମାତ୍ର ମୁଁ ତୁମ୍ଭଠାରୁ ଗୋଟିଏ କଥା ଚାହେଁ, ତାହା ଏହି, ତୁମ୍ଭେ ମୋʼ ମୁଖ ଦେଖିବାକୁ ଆସିବା ବେଳେ ପ୍ରଥମେ ଶାଉଲଙ୍କର କନ୍ୟା ମୀଖଲକୁ ନ ଆଣିଲେ ମୋʼ ମୁଖ ଦେଖି ପାରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ କହିଲେ, “ଉତ୍ତମ, ମୁଁ ତୁମ୍ଭ ସହିତ ଚୁକ୍ତି କରୁଅଛି। କିନ୍ତୁ ମୁଁ ତୁମ୍ଭକୁ ଗୋଟିଏ କଥା ପଗ୍ଭରିବି, ତୁମ୍ଭେ ଶାଉଲଙ୍କର କନ୍ୟା ମୀଖଲକୁ ମୋ’ ସମ୍ମୁଖକୁ ନ ଆଣିବା ପର୍ଯ୍ୟନ୍ତ ମୁଁ ତୁମ୍ଭକୁ ସାକ୍ଷାତ କରିବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାଉଦ କହିଲେ, “ଭଲ; ମୁଁ ତୁମ୍ଭ ସଙ୍ଗରେ ନିୟମ କରିବି; ମାତ୍ର ମୁଁ ତୁମ୍ଭଠାରୁ ଗୋଟିଏ କଥା ଚାହେଁ, ତାହା ଏହି, ତୁମ୍ଭେ ମୋʼ ମୁଖ ଦେଖିବାକୁ ଆସିବା ବେଳେ ପ୍ରଥମେ ଶାଉଲଙ୍କର କନ୍ୟା ମୀଖଲକୁ ନ ଆଣିଲେ ମୋʼ ମୁଖ ଦେଖି ପାରିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦାଉଦ କହିଲେ, “ଭଲ; ମୁଁ ତୁମ୍ଭ ସଙ୍ଗରେ ନିୟମ କରିବି; ମାତ୍ର ମୁଁ ତୁମ୍ଭଠାରୁ ଗୋଟିଏ କଥା ଚାହେଁ, ତାହା ଏହି, ତୁମ୍ଭେ ମୋ’ ମୁଖ ଦେଖିବାକୁ ଆସିବା ବେଳେ ପ୍ରଥମେ ଶାଉଲଙ୍କର କନ୍ୟା ମୀଖଲକୁ ନ ଆଣିଲେ ମୋ’ ମୁଖ ଦେଖି ପାରିବ ନାହିଁ।”