2 Samuel 3:14 — Compare Translations
5 translations compared side by side
Odia - 1840
"ଦାଉଦ ଶାଉଲଙ୍କର ପକ୍ସ୍ଟତ୍ର ଈଶ୍ବୋଶତଙ୍କ ନିକଟକକ୍ସ୍ଟ ଏକ ଦୂତ ପଠାଇ କହିଲେ, ମାରେ ସ୍ତ୍ରୀ ମୀଖଲକକ୍ସ୍ଟ ମାେତେ ଫରୋଇ ଦିଅ। ଯେ ହତେକ୍ସ୍ଟ ମୁ ତାକକ୍ସ୍ଟ ପାଇବା ପାଇଁ 100 ଜଣ ପଲେଷ୍ଟୀୟଙ୍କକ୍ସ୍ଟ ହତ୍ଯା କରିଛି"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦ ଶାଉଲଙ୍କର ପୁତ୍ର ଈଶ୍ବୋଶତ ନିକଟକୁ ଦୂତମାନଙ୍କୁ ପଠାଇ କହିଲେ, ମୁଁ ପଲେଷ୍ଟୀୟ-ମାନଙ୍କର ଏକ ଶହ ସୁନ୍ନତ ଚର୍ମ ଦେଇ ଯାହାକୁ ବିବାହ କରିଅଛି, ମୋହର ଭାର୍ଯ୍ୟା ସେହି ମୀଖଲକୁ ମୋତେ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଶାଉଲଙ୍କର ପୁତ୍ର ଈଶ୍ବୋଶତ୍ଙ୍କ ନିକଟକୁ ଏକ ଦୂତ ପଠାଇ କହିଲେ, “ମୋର ସ୍ତ୍ରୀ ମୀଖଲକୁ ମୋତେ ଫେରାଇ ଦିଅ। ଯେହେତୁ ମୁଁ ତାକୁ ପାଇବା ପାଇଁ 100 ଜଣ ପଲେଷ୍ଟୀୟଙ୍କୁ ହତ୍ୟା କରିଛି” ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦ ଶାଉଲଙ୍କର ପୁତ୍ର ଈଶ୍ବୋଶତ ନିକଟକୁ ବାର୍ତ୍ତାବହମାନଙ୍କୁ ପଠାଇ କହିଲେ, “ମୁଁ ପଲେଷ୍ଟୀୟମାନଙ୍କର ଏକ ଶହ ସୁନ୍ନତ ଚର୍ମ ଦେଇ ଯାହାକୁ ବିବାହ କରିଅଛି, ମୋହର ଭାର୍ଯ୍ୟା ସେହି ମୀଖଲକୁ ମୋତେ ଦିଅ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦ ଶାଉଲଙ୍କର ପୁତ୍ର ଈଶ୍ବୋଶତ ନିକଟକୁ ବାର୍ତ୍ତାବହମାନଙ୍କୁ ପଠାଇ କହିଲେ, “ମୁଁ ପଲେଷ୍ଟୀୟମାନଙ୍କର ଏକ ଶହ ସୁନ୍ନତ ଚର୍ମ ଦେଇ ଯାହାକୁ ବିବାହ କରିଅଛି, ମୋହର ଭାର୍ଯ୍ୟା ସେହି ମୀଖଲକୁ ମୋତେ ଦିଅ।”