2 Samuel 3:18 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ଏହା କର, ସଦାପ୍ରଭୁ ଦାଉଦଙ୍କ ବିଷଯ ରେ କହିଥିଲେ ଯେତବେେଳେ ସେ କହିଲେ, 'ମୁ ମାରେ ଇଶ୍ରାୟେଲର ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କଠାରକ୍ସ୍ଟ ରକ୍ଷା କରିବି ଏବଂ ମୁ ସମାନଙ୍କେୁ ସମାନଙ୍କେର ଅନ୍ୟ ସମସ୍ତ ଶତୃଙ୍କଠାରକ୍ସ୍ଟ ମଧ୍ଯ ରକ୍ଷା କରିବି। ମୁ ଏହା ମାରେ ପ୍ରିଯ ଦାସ ଦାଉଦଙ୍କ ଦ୍ବାରା ହିଁ କରିବି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ତାହା କର; କାରଣ ସଦାପ୍ରଭୁ ଦାଉଦଙ୍କ ବିଷୟରେ କହିଅଛନ୍ତି, ଆମ୍ଭେ ଆପଣା ଦାସ ଦାଉଦର ହସ୍ତ ଦ୍ଵାରା ଆପଣା ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଓ ସେମାନଙ୍କ ସମସ୍ତ ଶତ୍ରୁ ହସ୍ତରୁ ଉଦ୍ଧାର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଏହା କର, ସଦାପ୍ରଭୁ ଦାଉଦଙ୍କ ବିଷୟରେ କହିଥିଲେ ଯେତେବେଳେ ସେ କହିଲେ, ‘ମୁଁ ମୋର ଇସ୍ରାଏଲର ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କଠାରୁ ରକ୍ଷା କରିବି ଏବଂ ମୁଁ ସେମାନଙ୍କୁ ସେମାନଙ୍କର ଅନ୍ୟ ସମସ୍ତ ଶତ୍ରୁମାନଙ୍କଠାରୁ ମଧ୍ୟ ରକ୍ଷା କରିବି। ମୁଁ ଏହା ମୋର ପ୍ରିୟ ଦାସ ଦାଉଦଙ୍କ ଦ୍ୱାରା ହିଁ କରିବି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ତାହା କର; କାରଣ ସଦାପ୍ରଭୁ ଦାଉଦଙ୍କ ବିଷୟରେ କହିଅଛନ୍ତି, ‘ଆମ୍ଭେ ଆପଣା ଦାସ ଦାଉଦର ହସ୍ତ ଦ୍ୱାରା ଆପଣା ଇସ୍ରାଏଲ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଓ ସେମାନଙ୍କ ସମସ୍ତ ଶତ୍ରୁ ହସ୍ତରୁ ଉଦ୍ଧାର କରିବା।’”
Odia IRV 2017 (ଓଡିଆ ବାଇବେଲ)
ଏବେ ତାହା କର; କାରଣ ସଦାପ୍ରଭୁ ଦାଉଦଙ୍କ ବିଷୟରେ କହିଅଛନ୍ତି, ଆମ୍ଭେ ଆପଣା ଦାସ ଦାଉଦର ହସ୍ତ ଦ୍ୱାରା ଆପଣା ଇସ୍ରାଏଲ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଓ ସେମାନଙ୍କ ସମସ୍ତ ଶତ୍ରୁ ହସ୍ତରୁ ଉଦ୍ଧାର କରିବା।”