2 Samuel 3:2 — Compare Translations

5 translations compared side by side

Odia - 1840
"ଦାଉଦଙ୍କର ଅନକେ ପକ୍ସ୍ଟତ୍ର ହିବ୍ରୋଣ ରେ ଜନ୍ମଲାଭ କଲେ। ତାଙ୍କର ପ୍ରଥମ ପକ୍ସ୍ଟତ୍ର ଥିଲେ ଅମ୍ନୋନ୍, ୟିଷ୍ରିଯଲେୀଯାର ତାଙ୍କର ସ୍ତ୍ରୀ ଅହୀନୋଯମଠାରକ୍ସ୍ଟ ଜନ୍ମ ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହିବ୍ରୋଣରେ ଦାଉଦଙ୍କର କେତେକ ପୁତ୍ର ଜାତ ହେଲେ; ତାଙ୍କର ପ୍ରଥମଜାତ ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମଠାରୁ ଜାତ;
Odia Bible ERV 2004 (ପବିତ୍ର ବାଇବଲ)
ହିବ୍ରୋଣଠାରେ ଦାଉଦଙ୍କର ଛଅ ପୁତ୍ର ଜନ୍ମ ହେଲେ ଦାଉଦଙ୍କର ଅନେକ ପୁତ୍ର ହିବ୍ରୋଣରେ ଜନ୍ମଲାଭ କଲେ। ତାଙ୍କର ପ୍ରଥମ ପୁତ୍ର ଥିଲେ ଅମ୍ନୋନ୍, ଯିଷ୍ରିୟେଲୀୟାର ତାଙ୍କର ସ୍ତ୍ରୀ ଅହୀନୋୟମଠାରୁ ଜନ୍ମ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ହିବ୍ରୋଣରେ ଦାଉଦଙ୍କର କେତେକ ପୁତ୍ର ଜାତ ହେଲେ; ତାଙ୍କର ପ୍ରଥମଜାତ ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମ୍‍ଠାରୁ ଜାତ;
Odia IRV 2017 (ଓଡିଆ ବାଇବେଲ)
ପୁଣି ହିବ୍ରୋଣରେ ଦାଉଦଙ୍କର କେତେକ ପୁତ୍ର ଜାତ ହେଲେ; ତାଙ୍କର ପ୍ରଥମଜାତ ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମଠାରୁ ଜାତ;