2 Samuel 3:20 — Compare Translations
5 translations compared side by side
Odia - 1840
"ତା'ପରେ ଅବ୍ନର ଦାଉଦଙ୍କ ପାଖକକ୍ସ୍ଟ ହିବ୍ରୋଣକକ୍ସ୍ଟ ଆସିଲେ। ଅବ୍ନର ତାଙ୍କ ସହିତ କୋଡିଏ ଜଣ ଲୋକଙ୍କକ୍ସ୍ଟ ସାଙ୍ଗ ରେ ଆଣିଥିଲେ। ଅବନର ଓ ତାଙ୍କ ସହିତ ଆସିଥିବା ଲୋକମାନଙ୍କୁ ଏକ ଭୋଜି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏରୂପେ ଅବ୍ନର ଆପଣା ସଙ୍ଗରେ କୋଡ଼ିଏ ଜଣ ନେଇ ହିବ୍ରୋଣରେ ଦାଉଦଙ୍କ ନିକଟରେ ଉପସ୍ଥିତ ହେଲା । ତହିଁରେ ଦାଉଦ ଅବ୍ନର ଓ ତାହାର ସଙ୍ଗୀ ଲୋକମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଅବ୍ନର ଦାଉଦଙ୍କ ପାଖକୁ ହିବ୍ରୋଣକୁ ଆସିଲେ। ଅବ୍ନର ତାଙ୍କ ସହିତ କୋଡ଼ିଏ ଜଣ ଲୋକଙ୍କୁ ସାଙ୍ଗରେ ଆଣିଥିଲେ। ଅବ୍ନର ଓ ତାଙ୍କ ସହିତ ଆସିଥିବା ଲୋକମାନଙ୍କୁ ଦାଉଦ ଏକ ଭୋଜି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏରୂପେ ଅବ୍ନର ଆପଣା ସଙ୍ଗରେ କୋଡ଼ିଏ ଜଣକୁ ନେଇ ହିବ୍ରୋଣରେ ଦାଉଦଙ୍କ ନିକଟରେ ଉପସ୍ଥିତ ହେଲା। ତହିଁରେ ଦାଉଦ ଅବ୍ନର ଓ ତାହାର ସଙ୍ଗୀ ଲୋକମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏରୂପେ ଅବ୍ନର ଆପଣା ସଙ୍ଗରେ କୋଡ଼ିଏ ଜଣକୁ ନେଇ ହିବ୍ରୋଣରେ ଦାଉଦଙ୍କ ନିକଟରେ ଉପସ୍ଥିତ ହେଲା। ତହିଁରେ ଦାଉଦ ଅବ୍ନର ଓ ତାହାର ସଙ୍ଗୀ ଲୋକମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ।