2 Samuel 3:21 — Compare Translations
5 translations compared side by side
Odia - 1840
"ଅବନର ଦାଉଦଙ୍କକ୍ସ୍ଟ କହିଲେ, ହେ ମାରେ ପ୍ରଭକ୍ସ୍ଟ ମହାରାଜ, ମାେତେ ୟିବାକକ୍ସ୍ଟ ଦିଅ, ଏବଂ ସମସ୍ତ ଇଶ୍ରାୟେଲୀୟମାନଙ୍କୁ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖକକ୍ସ୍ଟ ଆଣିବାକକ୍ସ୍ଟ ଦିଅ। ତା'ପରେ ସମାନେେ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖ ରେ ଏକ ଚକ୍ସ୍ଟକ୍ତି କରିବେ। ଏବଂ ଆପଣ ସମଗ୍ର ଇଶ୍ରାୟେଲର ରାଜା ହବେେ। ଏବଂ ଆପଣଙ୍କ ଇଛା ମତେ ରାଜତ୍ବ କରିବେ। ତେଣୁ ଦାଉଦ ଅବନରକକ୍ସ୍ଟ ୟିବାକକ୍ସ୍ଟ ଅନକ୍ସ୍ଟମତି ଦେଲେ ଏବଂ ଅବନର ଶାନ୍ତି ରେ ଉକ୍ତ ସ୍ଥାନ ପରିତ୍ଯାଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଅବ୍ନର ଦାଉଦଙ୍କୁ କହିଲା, ମୁଁ ଉଠିଯାଇ ସମସ୍ତ ଇସ୍ରାଏଲକୁ ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସଂଗ୍ରହ କରିବି; ତହିଁରେ ସେମାନେ ଆପଣଙ୍କ ସହିତ ନିୟମ କରିବେ ଓ ଆପଣ ସମସ୍ତଙ୍କ ଉପରେ ନିଜ ପ୍ରାଣର ଇଚ୍ଛାମତ ରାଜତ୍ଵ କରିବେ । ତହୁଁ ଦାଉଦ ଅବ୍ନରକୁ ବିଦାୟ କରନ୍ତେ, ସେ କୁଶଳରେ ପ୍ରସ୍ଥାନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ନର ଦାଉଦଙ୍କୁ କହିଲେ, “ହେ ମୋର ପ୍ରଭୁ ମହାରାଜ, ମୋତେ ଯିବାକୁ ଦିଅ, ଏବଂ ସମସ୍ତ ଇସ୍ରାଏଲୀୟମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣିବାକୁ ଦିଅ। ତା’ପରେ ସେମାନେ ତୁମ୍ଭ ସମ୍ମୁଖରେ ଏକ ଚୁକ୍ତି କରିବେ ଏବଂ ତୁମ୍ଭେ ସମଗ୍ର ଇସ୍ରାଏଲର ରାଜା ହେବ, ଏବଂ ତୁମ୍ଭ ଇଚ୍ଛାମତେ ରାଜତ୍ୱ କରିବ।” ତେଣୁ ଦାଉଦ ଅବ୍ନରକୁ ଯିବାକୁ ଅନୁମତି ଦେଲେ ଏବଂ ଅବ୍ନର ଶାନ୍ତିରେ ଉକ୍ତ ସ୍ଥାନ ପରିତ୍ୟାଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଅବ୍ନର ଦାଉଦଙ୍କୁ କହିଲା, “ମୁଁ ଉଠିଯାଇ ସମସ୍ତ ଇସ୍ରାଏଲକୁ ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସଂଗ୍ରହ କରିବି; ତହିଁରେ ସେମାନେ ଆପଣଙ୍କ ସହିତ ନିୟମ କରିବେ ଓ ଆପଣ ସମସ୍ତଙ୍କ ଉପରେ ନିଜ ପ୍ରାଣର ଇଚ୍ଛାମତେ ରାଜତ୍ୱ କରିବେ।” ତହୁଁ ଦାଉଦ ଅବ୍ନରକୁ ବିଦାୟ କରନ୍ତେ, ସେ କୁଶଳରେ ପ୍ରସ୍ଥାନ କଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଅବ୍ନର ଦାଉଦଙ୍କୁ କହିଲା, “ମୁଁ ଉଠିଯାଇ ସମସ୍ତ ଇସ୍ରାଏଲକୁ ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସଂଗ୍ରହ କରିବି; ତହିଁରେ ସେମାନେ ଆପଣଙ୍କ ସହିତ ନିୟମ କରିବେ ଓ ଆପଣ ସମସ୍ତଙ୍କ ଉପରେ ନିଜ ପ୍ରାଣର ଇଚ୍ଛାମତେ ରାଜତ୍ୱ କରିବେ।” ତହୁଁ ଦାଉଦ ଅବ୍ନରକୁ ବିଦାୟ କରନ୍ତେ, ସେ କୁଶଳରେ ପ୍ରସ୍ଥାନ କଲା।