2 Samuel 3:23 — Compare Translations
5 translations compared side by side
Odia - 1840
"ଯୋୟାବ ଓ ତାଙ୍କର ସୈନ୍ଯମାନେ ହିବ୍ରୋଣଠା ରେ ପହଁଞ୍ଚିଲେ। ସୈନ୍ଯମାନେ ଯୋୟାବକକ୍ସ୍ଟ କହିଲେ, ନରର ପକ୍ସ୍ଟତ୍ର ଅବନର ଦାଉଦଙ୍କ ନିକଟକକ୍ସ୍ଟ ଆସିଥିଲା ଓ ଦାଉଦ ଅବନରକକ୍ସ୍ଟ ଶାନ୍ତି ରେ ୟିବାକକ୍ସ୍ଟ ଦେଲେ। ସେଥିପାଇଁ ସେ ନିରାପଦ ରେ ଫରେିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋୟାବ ଓ ତାହାର ସଙ୍ଗୀ ସୈନ୍ୟଦଳ ଉପସ୍ଥିତ ହୁଅନ୍ତେ, ଲୋକମାନେ ଯୋୟାବକୁ ଜଣାଇ କହିଲେ, ନରର ପୁତ୍ର ଅବ୍ନର ରାଜାଙ୍କ ନିକଟକୁ ଆସିଥିଲା ଓ ସେ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ଓ ତାଙ୍କର ସୈନ୍ୟମାନେ ହିବ୍ରୋଣଠାରେ ପହଞ୍ଚିଲେ। ସୈନ୍ୟମାନେ ଯୋୟାବକୁ କହିଲେ, “ନରର ପୁତ୍ର ଅବ୍ନର ଦାଉଦଙ୍କ ନିକଟକୁ ଆସିଥିଲା ଓ ଦାଉଦ ଅବ୍ନରକୁ ଶାନ୍ତିରେ ଯିବାକୁ ଦେଲେ। ସେଥିପାଇଁ ସେ ନିରାପଦରେ ଫେରିଗଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋୟାବ ଓ ତାହାର ସଙ୍ଗୀ ସୈନ୍ୟଦଳ ଉପସ୍ଥିତ ହୁଅନ୍ତେ, ଲୋକମାନେ ଯୋୟାବକୁ କହିଲେ, “ନେର୍ର ପୁତ୍ର ଅବ୍ନର ରାଜାଙ୍କ ନିକଟକୁ ଆସିଥିଲା ଓ ସେ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଅଛି।”
Odia IRV 2017 (ଓଡିଆ ବାଇବେଲ)
ଯୋୟାବ ଓ ତାହାର ସଙ୍ଗୀ ସୈନ୍ୟଦଳ ଉପସ୍ଥିତ ହୁଅନ୍ତେ, ଲୋକମାନେ ଯୋୟାବକୁ କହିଲେ, “ନେର୍ର ପୁତ୍ର ଅବ୍ନର ରାଜାଙ୍କ ନିକଟକୁ ଆସିଥିଲା ଓ ସେ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଅଛି।”