2 Samuel 3:24 — Compare Translations
5 translations compared side by side
Odia - 1840
"ଯୋୟାବ ରାଜାଙ୍କ ସମ୍ମକ୍ସ୍ଟଖକକ୍ସ୍ଟ ଆସିଲେ ଏବଂ ପଚାରିଲେ, ତୁମ୍ଭେ କ'ଣ କଲ? ଅବ୍ନର ଆପଣଙ୍କ ନିକଟକକ୍ସ୍ଟ ଆସିଥିଲା, କିନ୍ତୁ ଆପଣ ତାକକ୍ସ୍ଟ ଆଘାତ ନ କରି ପଠାଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯୋୟାବ ରାଜାଙ୍କ ନିକଟକୁ ଆସି କହିଲା, ଆପଣ କଅଣ କଲେ? ଦେଖନ୍ତୁ, ଅବ୍ନର ଆପଣଙ୍କ ନିକଟକୁ ଆସିଥିଲା, ଆପଣ କାହିଁକି ତାହାକୁ ବିଦାୟ କରି ଦେଲେ, ସେ ତ ଗଲାଣି?
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ରାଜାଙ୍କ ସମ୍ମୁଖକୁ ଆସିଲେ ଏବଂ ପଗ୍ଭରିଲେ, “ଆପଣ କ’ଣ କଲେ? ଅବ୍ନର ଆପଣଙ୍କ ନିକଟକୁ ଆସିଥିଲା, କିନ୍ତୁ ଆପଣ ତାକୁ ଆଘାତ ନ କରି ପଠାଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯୋୟାବ ରାଜାଙ୍କ ନିକଟକୁ ଆସି କହିଲା, “ଆପଣ କଅଣ କଲେ? ଦେଖନ୍ତୁ, ଅବ୍ନର ଆପଣଙ୍କ ନିକଟକୁ ଆସିଥିଲା, ଆପଣ କାହିଁକି ତାହାକୁ ବିଦାୟ କରିଦେଲେ, ସେ ତ ଗଲାଣି?
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯୋୟାବ ରାଜାଙ୍କ ନିକଟକୁ ଆସି କହିଲା, “ଆପଣ କଅଣ କଲେ? ଦେଖନ୍ତୁ, ଅବ୍ନର ଆପଣଙ୍କ ନିକଟକୁ ଆସିଥିଲା, ଆପଣ କାହିଁକି ତାହାକୁ ବିଦାୟ କରି ଦେଲେ, ସେ ତ ଗଲାଣି?