2 Samuel 3:25 — Compare Translations

5 translations compared side by side

Odia - 1840
"ଆପଣ ଜାଣନ୍ତି ଅବ୍ନର ହେଉଛି ନରର ପକ୍ସ୍ଟତ୍ର, ଆପଣ ଜାଣନ୍ତି ଯେ, ସେ ଆପଣଙ୍କ ପାଖକକ୍ସ୍ଟ ଛଳନା କରିବାକୁ ଆସିଥିଲା ଓ ଆପଣ କ'ଣ କରୁଥିଲେ ତାହା ଖାଜେିବାକକ୍ସ୍ଟ ସେ ଆସିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣ ତ ନରର ପୁତ୍ର ଅବ୍ନରକୁ ଜାଣନ୍ତି, ସେ ଆପଣଙ୍କୁ ଭୁଲାଇବାକୁ ଓ ଆପଣଙ୍କ ଗମନାଗମନ ଜାଣିବାକୁ ଓ ଆପଣ ଯାହା ଯାହା କରନ୍ତି, ସେସବୁ ଜାଣିବାକୁ ଆସିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆପଣ ଜାଣନ୍ତି ଅ‌‌ବ୍‌‌ନର‌ ହେଉଛି ନରର ପୁତ୍ର, ଆପଣ ଜାଣନ୍ତି ଯେ, ସେ ଆପଣଙ୍କ ପାଖକୁ ଛଳନା କରିବାକୁ ଆସିଥିଲା ଓ ଆପଣ କ’ଣ କରୁଥିଲେ ତାହା ଖୋଜିବାକୁ ସେ ଆସିଥିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣ କʼଣ ଜାଣନ୍ତି ନାହିଁ, ନେର୍‍ର ପୁତ୍ର ଅବ୍‍ନର ଆପଣଙ୍କୁ ଭୁଲାଇବାକୁ ଓ ଆପଣଙ୍କ ଗମନାଗମନ ଜାଣିବାକୁ ଓ ଆପଣ ଯାହା ଯାହା କରନ୍ତି, ସେହି ସବୁ ଜାଣିବାକୁ ଆସିଥିଲା?”
Odia IRV 2017 (ଓଡିଆ ବାଇବେଲ)
ଆପଣ କ’ଣ ଜାଣନ୍ତି ନାହିଁ, ନେର୍‍ର ପୁତ୍ର ଅବ୍‍ନର ଆପଣଙ୍କୁ ଭୁଲାଇବାକୁ ଓ ଆପଣଙ୍କ ଗମନାଗମନ ଜାଣିବାକୁ ଓ ଆପଣ ଯାହା ଯାହା କରନ୍ତି, ସେହିସବୁ ଜାଣିବାକୁ ଆସିଥିଲା?”