2 Samuel 3:27 — Compare Translations
5 translations compared side by side
Odia - 1840
"ଯେତବେେଳେ ଅବ୍ନର ହିବ୍ରୋଣଠା ରେ ପହଁଞ୍ଚିଲେ। ଯୋୟାବ ତାଙ୍କ ସହିତ ନିରୋଳା ରେ କଥାବାର୍ତ୍ତା ପାଇଁ ତାଙ୍କୁ ନଗର ଦ୍ବାର ଭିତରକକ୍ସ୍ଟ ନଇଗେଲେ। ଏବଂ ଯୋୟାବ ଅବ୍ନରକକ୍ସ୍ଟ ସହେିଠା ରେ ତାଙ୍କ ପଟେ ରେ ଖଡ୍ଗ ଭୂଷି ମାରି ଦେଲେ। ଅବ୍ନର ଯୋୟାବର ଭାଇ ଅସା ହେଲକକ୍ସ୍ଟ ହତ୍ଯା କରିଥିଲେ। ତେଣୁ ଯୋୟାବ ଅବ୍ନରକକ୍ସ୍ଟ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅବ୍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗର-ଦ୍ଵାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ହେତୁରୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଅବ୍ନର ହିବ୍ରୋଣଠାରେ ପହଞ୍ଚିଲେ। ଯୋୟାବ ତାଙ୍କ ସହିତ ନିରୋଳାରେ କଥାବାର୍ତ୍ତା ପାଇଁ ତାଙ୍କୁ ନଗର ଦ୍ୱାର ଭିତରକୁ ନେଇଗଲେ। ଏବଂ ଯୋୟାବ ଅବ୍ନରକୁ ସେହିଠାରେ ତାଙ୍କ ପେଟରେ ଖଡ଼୍ଗ ଭୂଷି ମାରି ଦେଲେ। ଅବ୍ନର ଯୋୟାବର ଭାଇ ଅସାହେଲ୍କୁ ହତ୍ୟା କରିଥିଲେ। ତେଣୁ ଯୋୟାବ ଅବ୍ନରକୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଅବ୍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଅବ୍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।