2 Samuel 3:28 — Compare Translations

5 translations compared side by side

Odia - 1840
"ଏହାପରେ ଦାଉଦ ଏକଥା ଜାଣିବାକକ୍ସ୍ଟ ପାଇଲେ, ଏବଂ କହିଲେ, ନରର ପକ୍ସ୍ଟତ୍ର ଅବ୍ନର ରକ୍ତପାତ ବିଷଯ ରେ ସବୁ ବେଳେ ମୁ ଓ ମାରେରାଜ୍ଯ ନିର୍ଦ୍ ଦୋଷୀ। ସଦାପ୍ରଭୁ ଏହି ବିଷଯ ରେ ଜାଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଦାଉଦ ତାହା ଶୁଣି କହିଲେ, ନରର ପୁତ୍ର ଅବ୍ନରର ରକ୍ତପାତ ବିଷୟରେ ମୁଁ ଓ ମୋହର ରାଜ୍ୟ ସଦାପ୍ରଭୁଙ୍କ ସାକ୍ଷାତରେ ଅନ; କାଳ ନିର୍ଦ୍ଦୋଷ;
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଅ‌‌ବ୍‌‌ନର‌ଙ୍କ ପାଇଁ କାନ୍ଦିଲେ ଏହା ପରେ ଦାଉଦ ଏ କଥା ଜାଣିବାକୁ ପାଇଲେ, ଏବଂ କହିଲେ, “ନରର ପୁତ୍ର ଅ‌‌ବ୍‌‌ନର‌ ରକ୍ତପାତ ବିଷୟରେ ସବୁ ବେଳେ ମୁଁ ଓ ମୋର ରାଜ୍ୟ ନିର୍ଦ୍ଦୋଷୀ। ସଦାପ୍ରଭୁ ଏହି ବିଷୟରେ ଜାଣନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ତାହା ଶୁଣି କହିଲେ, “ନେର୍‍ର ପୁତ୍ର ଅବ୍‍ନରର ରକ୍ତପାତ ବିଷୟରେ ମୁଁ ଓ ମୋହର ରାଜ୍ୟ ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳ ନିର୍ଦ୍ଦୋଷ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ତାହା ଶୁଣି କହିଲେ, “ନେର୍‍ର ପୁତ୍ର ଅବ୍‍ନରର ରକ୍ତପାତ ବିଷୟରେ ମୁଁ ଓ ମୋହର ରାଜ୍ୟ ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତ କାଳ ନିର୍ଦ୍ଦୋଷ;