2 Samuel 3:29 — Compare Translations

5 translations compared side by side

Odia - 1840
"ଯୋୟାବ ଏବଂ ତାଙ୍କର ପରିବାର ଏଥିପାଇଁ ଦାଯୀ ଏବଂ ମୁ ଭାବକ୍ସ୍ଟଛି ତାଙ୍କର ସମସ୍ତ ପରିବାରବର୍ଗ ଦୋଷୀ। ତାଙ୍କ ପରିବାରବର୍ଗ ସମସ୍ତେ କକ୍ସ୍ଟଷ୍ଠରୋଗ ରେ ଆକ୍ରାନ୍ତ ହବେ, ଅଭାବରେ ରହିବେ ଓ ୟକ୍ସ୍ଟଦ୍ଧ ରେ ହତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଯୋୟାବର ମସ୍ତକରେ ଓ ତାହାର ପିତୃବଂଶ ସମସ୍ତଙ୍କ ଉପରେ ବର୍ତ୍ତୁ ଓ ଯୋୟାବ-ବଂଶରେ ପ୍ରମେହୀ କି କୁଷ୍ଠୀ କି ଯଷ୍ଟିରେ ନିର୍ଭରଦାୟୀ କି ଖଡ଼୍‍ଗହତ କି ଭକ୍ଷ୍ୟହୀନ ଲୋକର ଅଭାବ ନ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ଏବଂ ତାଙ୍କର ପରିବାର ଏଥିପାଇଁ ଦାୟୀ ଏବଂ ମୁଁ ଭାବୁଛି ତାଙ୍କର ସମସ୍ତ ପରିବାରବର୍ଗ ଦୋଷୀ। ତାଙ୍କ ପରିବାରବର୍ଗ ସମସ୍ତେ କୁଷ୍ଠରୋଗରେ ଆକ୍ରାନ୍ତ ହେବେ, ଅଭାବରେ ରହିବେ ଓ ଯୁଦ୍ଧରେ ହତ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ଯୋୟାବର ମସ୍ତକରେ ଓ ତାହାର ପିତୃବଂଶ ସମସ୍ତଙ୍କ ଉପରେ ବର୍ତ୍ତୁ ଓ ଯୋୟାବ-ବଂଶରେ ପ୍ରମେହୀ କି କୁଷ୍ଠୀ କି ଯଷ୍ଟିରେ ନିର୍ଭରଶୀଳ କି ଖଡ୍ଗହତ କି ଭକ୍ଷ୍ୟହୀନ ଲୋକର ଅଭାବ ନ ହେଉ।”
Odia IRV 2017 (ଓଡିଆ ବାଇବେଲ)
ତାହା ଯୋୟାବର ମସ୍ତକରେ ଓ ତାହାର ପିତୃବଂଶ ସମସ୍ତଙ୍କ ଉପରେ ବର୍ତ୍ତୁ ଓ ଯୋୟାବ-ବଂଶରେ ପ୍ରମେହୀ କି କୁଷ୍ଠୀ କି ଯଷ୍ଟିରେ ନିର୍ଭରଶୀଳ କି ଖଡ୍ଗହତ କି ଭକ୍ଷ୍ୟହୀନ ଲୋକର ଅଭାବ ନ ହେଉ।”