2 Samuel 3:31 — Compare Translations
5 translations compared side by side
Odia - 1840
"ଦାଉଦ ଯୋୟାବ ଓ ତାଙ୍କ ସହିତ ଥିବା ସମସ୍ତ ଲୋକଙ୍କକ୍ସ୍ଟ କହିଲେ, ତୁମ୍ଭର ବସ୍ତ୍ର ଚିରିଦିଅ ଓ ସମସ୍ତେ ଦକ୍ସ୍ଟଃଖଦ ବସ୍ତ୍ର ପିନ୍ଧ, ଅବ୍ନର ପାଇଁ ରୋଦନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦ ଯୋୟାବକୁ ଓ ତାହାର ସଙ୍ଗୀ ଲୋକ ସମସ୍ତଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ବସ୍ତ୍ର ଚିରି ଅଖା ପିନ୍ଧ ଓ ଅବ୍ନରର ଆଗେ ଆଗେ ଶୋକ କରି ଚାଲ । ପୁଣି ଦାଉଦ ରାଜା ଶବଶଯ୍ୟାର ପଛେ ପଛେ ଚାଲିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଯୋୟାବ ଓ ତାଙ୍କ ସହିତ ଥିବା ସମସ୍ତ ଲୋକଙ୍କୁ କହିଲେ, “ତୁମ୍ଭର ବସ୍ତ୍ର ଚିରିଦିଅ ଓ ସମସ୍ତେ ଦୁଃଖଦ ବସ୍ତ୍ର ପିନ୍ଧ, ଅବ୍ନର ପାଇଁ ରୋଦନ କର।” ସେମାନେ ହିବ୍ରୋଣଠାରେ ଅବ୍ନରକୁ କବର ଦେଲେ। ରାଜା ଦାଉଦ ମଧ୍ୟ ସେ ସ୍ଥାନରେ ଉପସ୍ଥିତ ରହିଲେ। ରାଜା ଦାଉଦ ଓ ତାଙ୍କର ଲୋକମାନେ କବର ନିକଟରେ ଠିଆ ହୋଇ ରୋଦନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ଯୋୟାବକୁ ଓ ତାହାର ସଙ୍ଗୀ ଲୋକ ସମସ୍ତଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ବସ୍ତ୍ର ଚିରି ଅଖା ପିନ୍ଧ ଓ ଅବ୍ନରର ଆଗେ ଆଗେ ଶୋକ କରି ଚାଲ।” ପୁଣି ଦାଉଦ ରାଜା ଶବଶଯ୍ୟାର ପଛେ ପଛେ ଚାଲିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ଯୋୟାବକୁ ଓ ତାହାର ସଙ୍ଗୀ ଲୋକ ସମସ୍ତଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ବସ୍ତ୍ର ଚିରି ଅଖା ପିନ୍ଧ ଓ ଅବ୍ନରର ଆଗେ ଆଗେ ଶୋକ କରି ଚାଲ।” ପୁଣି ଦାଉଦ ରାଜା ଶବଶଯ୍ୟାର ପଛେ ପଛେ ଚାଲିଲେ।