2 Samuel 3:32 — Compare Translations

4 translations compared side by side

Odia - 1840
"ସମାନେେ ହିବ୍ରୋଣଠା ରେ ଅବ୍ନରକକ୍ସ୍ଟ କବର ଦେଲେ। ରାଜା ଦାଉଦ ମଧ୍ଯ ସେ ସ୍ଥାନ ରେ ଉପସ୍ଥିତ ରହିଲେ। ରାଜା ଦାଉଦ ଓ ତାଙ୍କର ଲୋକମାନେ କବର ନିକଟରେ ଠିଆ ହାଇେ ରୋଦନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ହିବ୍ରୋଣରେ ଅବ୍ନରକୁ କବର ଦେଲେ ଓ ରାଜା ରବ ଉଠାଇ ଅବ୍ନର-କବର ନିକଟରେ ରୋଦନ କଲେ ଓ ସମସ୍ତ ଲୋକ ରୋଦନ କଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ହିବ୍ରୋଣରେ ଅବ୍‍ନରକୁ କବର ଦେଲେ ଓ ରାଜା ରବ ଉଠାଇ ଅବ୍‍ନର-କବର ନିକଟରେ ରୋଦନ କଲେ ଓ ସମସ୍ତ ଲୋକ ମଧ୍ୟ ରୋଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ହିବ୍ରୋଣରେ ଅବ୍‍ନରକୁ କବର ଦେଲେ ଓ ରାଜା ରବ ଉଠାଇ ଅବ୍‍ନର-କବର ନିକଟରେ ରୋଦନ କଲେ ଓ ସମସ୍ତ ଲୋକ ମଧ୍ୟ ରୋଦନ କଲେ।