2 Samuel 3:33 — Compare Translations

5 translations compared side by side

Odia - 1840
"ରାଜା ଦାଉଦ ଅବନର ଚିତା ରେ ଛିଡା ହାଇେ ଏହି ଦକ୍ସ୍ଟଃଖ ଗୀତ ବୋଲିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ରାଜା ଅବ୍ନର ପାଇଁ ବିଳାପ କରି କହିଲେ, ଯେପରି ମୂଢ଼ ମରେ, ସେପରି କି ଅବ୍ନରକୁ ମରିବାକୁ ହେଲା?
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଦାଉଦ ଅ‌‌ବ୍‌‌ନର‌ ଚିତାରେ ଛିଡ଼ା ହୋଇ ଏହି ଦୁଃଖ ଗୀତ ବୋଲିଲେ, “ଅ‌‌ବ୍‌‌ନର‌ ଏକ ଦୁଷ୍ଟ ଦୋଷୀପରି ମଲା କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ରାଜା ଅବ୍‍ନର ପାଇଁ ବିଳାପ କରି କହିଲେ, “ଯେପରି ମୂଢ଼ ମରେ, ସେପରି କି ଅବ୍‍ନରକୁ ମରିବାକୁ ହେଲା?
Odia IRV 2017 (ଓଡିଆ ବାଇବେଲ)
ପୁଣି ରାଜା ଅବ୍‍ନର ପାଇଁ ବିଳାପ କରି କହିଲେ,” ଯେପରି ମୂଢ଼ ମରେ, ସେପରି କି ଅବ୍‍ନରକୁ ମରିବାକୁ ହେଲା?