2 Samuel 3:34 — Compare Translations

5 translations compared side by side

Odia - 1840
"ଅବ୍ନର ତକ୍ସ୍ଟମ୍ଭ ହାତ ବନ୍ଧା ନ ଥିଲା କି? ତକ୍ସ୍ଟମ୍ଭ ପାଦ ରେ ଶିଙ୍କକ୍ସ୍ଟଳି ନ ଥିଲା, ତଥାପି, ତୁମ୍ଭକୁ ଦକ୍ସ୍ଟଷ୍ଟ ଲୋକମାନେ ମାରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ହାତ ବନ୍ଧା ନ ଥିଲା, କି ବେଡ଼ିରେ ତୁମ୍ଭ ପାଦ ବଦ୍ଧ ନ ଥିଲା; ଯେପରି ମନୁଷ୍ୟ ଅଧର୍ମୀ-ସନ୍ତାନମାନଙ୍କ ଆଗରେ ପଡ଼େ, ସେପରି ତୁମ୍ଭେ ପଡ଼ିଲ । ଏଥିରେ ସମସ୍ତ ଲୋକ ପୁନର୍ବାର ତାହା ପାଇଁ ରୋଦନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅ‌‌ବ୍‌‌ନର‌ ତୁମ୍ଭ ହାତ ବନ୍ଧା ନ ଥିଲା କି? ତୁମ୍ଭ ପାଦରେ ଶିଙ୍କୁଳି ନ ଥିଲା, ତଥାପି, ତୁମ୍ଭକୁ ଦୁଷ୍ଟ ଲୋକମାନେ ମାରି ଦେଲେ।” ତା’ପରେ ସମସ୍ତ ଲୋକ ଅ‌‌ବ୍‌‌ନର‌ ପାଇଁ ରୋଦନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ହାତ ବନ୍ଧା ନ ଥିଲା, କି ବେଡ଼ିରେ ତୁମ୍ଭ ପାଦ ବନ୍ଧା ନ ଥିଲା; ଯେପରି ମନୁଷ୍ୟ ଅଧର୍ମୀ-ସନ୍ତାନମାନଙ୍କ ଆଗରେ ପଡ଼େ, ସେପରି ତୁମ୍ଭେ ପଡ଼ିଲ।” ଏଥିରେ ସମସ୍ତ ଲୋକ ପୁନର୍ବାର ତାହା ପାଇଁ ରୋଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ହାତ ବନ୍ଧା ନ ଥିଲା, କି ବେଡ଼ିରେ ତୁମ୍ଭ ପାଦ ବନ୍ଧା ନ ଥିଲା; ଯେପରି ମନୁଷ୍ୟ ଅଧର୍ମୀ-ସନ୍ତାନମାନଙ୍କ ଆଗରେ ପଡ଼େ, ସେପରି ତୁମ୍ଭେ ପଡ଼ିଲ।” ଏଥିରେ ସମସ୍ତ ଲୋକ ପୁନର୍ବାର ତାହା ପାଇଁ ରୋଦନ କଲେ।