2 Samuel 3:35 — Compare Translations

5 translations compared side by side

Odia - 1840
"ଦିନତମାମ ଲୋକମାନେ ଦାଉଦଙ୍କକ୍ସ୍ଟ ଖାଇବାକକ୍ସ୍ଟ କହିଲେ, କିନ୍ତୁ ଦାଉଦ ଏକ ପ୍ରତିଜ୍ଞା କରିଥିଲେ ଓ କହିଲେ, ଯଦି ସୂର୍ୟ୍ଯାସ୍ତ ପୂର୍ବରକ୍ସ୍ଟ ମୁ ରୋଟୀ କିମ୍ବା ଅନ୍ୟ କିଛି ଆହାର କରେ, ତବେେ ପରମେଶ୍ବର ମାେତେ ଦଣ୍ତ ଓ ଦକ୍ସ୍ଟଃଖ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଦିନ ଥାଉ ଥାଉ ଦାଉଦଙ୍କୁ ଆହାର କରାଇବା ନିମନ୍ତେ ସମସ୍ତ ଲୋକ ଆସିଲେ; ମାତ୍ର ଦାଉଦ ଶପଥ କରି କହିଲେ, ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଯେବେ ମୁଁ ରୋଟୀ କି ଆଉ କିଛି ଆସ୍ଵାଦ କରେ, ତେବେ ପରମେଶ୍ଵର ମୋତେ ସେହି ଦଣ୍ତ ଓ ତହିଁରୁ ଅଧିକ ଦେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଦିନତମାମ ଲୋକମାନେ ଦାଉଦଙ୍କୁ ଖାଇବାକୁ କହିଲେ, କିନ୍ତୁ ଦାଉଦ ଏକ ପ୍ରତିଜ୍ଞା କରିଥିଲେ ଓ କହିଲେ, “ଯଦି ସୂର୍ଯ୍ୟାସ୍ତ ପୂର୍ବରୁ ମୁଁ ରୋଟୀ କିମ୍ବା ଅନ୍ୟ କିଛି ଆହାର କରେ, ତେବେ ପରମେଶ୍ୱର ମୋତେ ଦଣ୍ତ ଓ ଦୁଃଖ ଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଦିନ ଥାଉ ଥାଉ ଦାଉଦଙ୍କୁ ଭୋଜନ କରାଇବା ନିମନ୍ତେ ସମସ୍ତ ଲୋକ ଆସିଲେ; ମାତ୍ର ଦାଉଦ ଶପଥ କରି କହିଲେ, “ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଯେବେ ମୁଁ ରୁଟି କି ଆଉ କିଛି ସ୍ପର୍ଶ କରେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।”
Odia IRV 2017 (ଓଡିଆ ବାଇବେଲ)