2 Samuel 3:36 — Compare Translations

5 translations compared side by side

Odia - 1840
"ସମସ୍ତ ଲୋକ ଏକଥା ବକ୍ସ୍ଟଝିଲେ, ରାଜା ଯାହା କରୁଛନ୍ତି ସମସ୍ତଙ୍କ ଦୃଷ୍ଟି ରେ ତାହା ଭଲ ଥିଲା ବୋଲି ସମସ୍ତେ ତାହା ହୃଦଯଙ୍ଗମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସମସ୍ତ ଲୋକ ବୁଝିଲେ ଓ ତାହା ସେମାନଙ୍କ ଦୃଷ୍ଟିରେ ଭଲ ଦେଖାଗଲା; ରାଜା ମଧ୍ୟ ଯାହା ଯାହା କଲେ, ତାହାସବୁ ସମସ୍ତ ଲୋକଙ୍କ ଦୃଷ୍ଟିରେ ଭଲ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଲୋକ ଏ କଥା ବୁଝିଲେ, ରାଜା ଯାହା କରୁଛନ୍ତି ସମସ୍ତଙ୍କ ଦୃଷ୍ଟିରେ ତାହା ଭଲ ଥିଲା ବୋଲି ସମସ୍ତେ ତାହା ହୃଦୟଙ୍ଗମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସମସ୍ତ ଲୋକ ବୁଝିଲେ ଓ ତାହା ସେମାନଙ୍କ ଦୃଷ୍ଟିରେ ଭଲ ଦେଖାଗଲା; ରାଜା ମଧ୍ୟ ଯାହା ଯାହା କଲେ, ତାହାସବୁ ସମସ୍ତ ଲୋକଙ୍କ ଦୃଷ୍ଟିରେ ଭଲ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସମସ୍ତ ଲୋକ ବୁଝିଲେ ଓ ତାହା ସେମାନଙ୍କ ଦୃଷ୍ଟିରେ ଭଲ ଦେଖାଗଲା; ରାଜା ମଧ୍ୟ ଯାହା ଯାହା କଲେ, ତାହାସବୁ ସମସ୍ତ ଲୋକଙ୍କ ଦୃଷ୍ଟିରେ ଭଲ ଥିଲା।