2 Samuel 3:37 — Compare Translations

5 translations compared side by side

Odia - 1840
"ଏହିପରି ନରର ପକ୍ସ୍ଟତ୍ର ଅବ୍ନରକକ୍ସ୍ଟ ହତ୍ଯା କରିବା ଯେ ରାଜାଙ୍କ ଆଡକ୍ସ୍ଟ ହାଇେ ନାହିଁ, ଏକଥା ସଦେିନ ଇଶ୍ରାୟେଲର ସମସ୍ତ ଲୋକ ବକ୍ସ୍ଟଝିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ନରର ପୁତ୍ର ଅବ୍ନରକୁ ବଧ କରାଇବା ଯେ ରାଜାଙ୍କ ଆଡ଼ୁ ହୋଇ ନାହିଁ, ଏହା ସମସ୍ତ ଲୋକ ଓ ସମୁଦାୟ ଇସ୍ରାଏଲ ସେହି ଦିନ ଜାଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ନରର ପୁତ୍ର ଅ‌‌ବ୍‌‌ନର‌କୁ ହତ୍ୟା କରିବା ଯେ ରାଜାଙ୍କ ଆଡ଼କୁ ହୋଇ ନାହିଁ, ଏ କଥା ସେଦିନ ଇସ୍ରାଏଲର ସମସ୍ତ ଲୋକ ବୁଝିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ନେର୍‍ର ପୁତ୍ର ଅବ୍‍ନରକୁ ବଧ କରାଇବା ଯେ ରାଜାଙ୍କ ଆଡ଼ୁ ହୋଇ ନାହିଁ, ଏହା ସମସ୍ତ ଲୋକ ଓ ସମୁଦାୟ ଇସ୍ରାଏଲ ସେହି ଦିନ ଜାଣିଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ନେର୍‍ର ପୁତ୍ର ଅବ୍‍ନରକୁ ବଧ କରାଇବା ଯେ ରାଜାଙ୍କ ଆଡ଼ୁ ହୋଇ ନାହିଁ, ଏହା ସମସ୍ତ ଲୋକ ଓ ସମୁଦାୟ ଇସ୍ରାଏଲ ସେହି ଦିନ ଜାଣିଲେ।