2 Samuel 3:38 — Compare Translations
5 translations compared side by side
Odia - 1840
"ରାଜା ଦାଉଦ ତାଙ୍କର ସୈନ୍ଯମାନଙ୍କୁ କହିଲେ, ତୁମ୍ଭମାନେେ ଜାଣ ଯେ ଆଜି ଇଶ୍ରାୟେଲର ଜଣେ ମହତ୍ବପୂର୍ଣ୍ଣ ନେତାଙ୍କର ମୃତକ୍ସ୍ଟ୍ଯ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ରାଜା ଆପଣା ଦାସମାନଙ୍କୁ କହିଲେ, ଆଜି ଇସ୍ରାଏଲ ମଧ୍ୟରେ ଜଣେ ଅଧିପତି ଓ ମହାନ ପୁରୁଷ ଯେ ପତିତ ହେଲା, ଏହା କି ତୁମ୍ଭେମାନେ ଜାଣ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଦାଉଦ ତାଙ୍କର ସୈନ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ଜାଣ ଯେ ଆଜି ଇସ୍ରାଏଲର ଜଣେ ମହତ୍ତ୍ୱପୂର୍ଣ୍ଣ ନେତାଙ୍କର ମୃତ୍ୟୁ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ରାଜା ଆପଣା ଦାସମାନଙ୍କୁ କହିଲେ, “ଆଜି ଇସ୍ରାଏଲ ମଧ୍ୟରେ ଜଣେ ଅଧିପତି ଓ ମହାନ ପୁରୁଷ ଯେ ପତିତ ହେଲା, ଏହା କି ତୁମ୍ଭେମାନେ ଜାଣ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଆହୁରି ରାଜା ଆପଣା ଦାସମାନଙ୍କୁ କହିଲେ, “ଆଜି ଇସ୍ରାଏଲ ମଧ୍ୟରେ ଜଣେ ଅଧିପତି ଓ ମହାନ ପୁରୁଷ ଯେ ପତିତ ହେଲା, ଏହା କି ତୁମ୍ଭେମାନେ ଜାଣ ନାହିଁ?