2 Samuel 3:4 — Compare Translations

5 translations compared side by side

Odia - 1840
"ଚତକ୍ସ୍ଟର୍ଥ ପକ୍ସ୍ଟତ୍ର ଜନ୍ମ ହେଲ, ତାଙ୍କର ନାମ ଅଦୋନୀଯ, ଅଦୋନୀଯର ମାତା ହେଲ, ହଗୀତ୍ ଏବଂ ପଞ୍ଚମ ପକ୍ସ୍ଟତ୍ର ହେଲ ଶଫଟୀଯ ସେ ଅବିଟଲର ପକ୍ସ୍ଟତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; ପୁଣି ପଞ୍ଚମ ଶଫଟୀୟ, ସେ ଅବିଟଲର ପୁତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ଚତୁର୍ଥ ପୁତ୍ର ଜନ୍ମ ହେଲେ, ତାଙ୍କର ନାମ ଅଦୋନୀୟ, ଅଦୋନୀୟର ମାତା ହେଲେ, ହଗୀତ୍ ଏବଂ ପଞ୍ଚମ ପୁତ୍ର ହେଲେ ଶଫଟୀୟ ସେ ଅବିଟଲର ପୁତ୍ର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; ପୁଣି ପଞ୍ଚମ ଶଫଟୀୟ, ସେ ଅବିଟଲର ପୁତ୍ର।
Odia IRV 2017 (ଓଡିଆ ବାଇବେଲ)
ପୁଣି ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; ପୁଣି ପଞ୍ଚମ ଶଫଟୀୟ, ସେ ଅବିଟଲର ପୁତ୍ର।