2 Samuel 3:6 — Compare Translations
5 translations compared side by side
Odia - 1840
"ଶାଉଲ ବଂଶ ଓ ଦାଉଦ ବଂଶ ୟକ୍ସ୍ଟଦ୍ଧ ଲାଗିବା ସମୟରେ ଅବନର ଶାଉଲଙ୍କ ଗୃହ ମଧିଅରେ ନିଜକକ୍ସ୍ଟ ବଳବାନ୍ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଯୁଦ୍ଧ ଲାଗିଥିବା ବେଳେ ଅବ୍ନର ଶାଉଲ ବଂଶ ମଧ୍ୟରେ ଆପଣାକୁ ବଳବାନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ନର ଦାଉଦଙ୍କ ସହିତ ଯୋଗଦେବା ପାଇଁ ନିର୍ଣ୍ଣୟ କଲେ ଶାଉଲ ବଂଶ ଓ ଦାଉଦ ବଂଶ ଯୁଦ୍ଧ ଲାଗିବା ସମୟରେ ଅବ୍ନର ଶାଉଲଙ୍କ ଗୃହ ମଧ୍ୟରେ ନିଜକୁ ବଳବାନ୍ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଯୁଦ୍ଧ ଲାଗିଥିବା ବେଳେ ଅବ୍ନର ଶାଉଲ ବଂଶ ମଧ୍ୟରେ ଆପଣାକୁ ବଳବାନ କଲା।
Odia IRV 2017 (ଓଡିଆ ବାଇବେଲ)
ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଯୁଦ୍ଧ ଲାଗିଥିବା ବେଳେ ଅବ୍ନର ଶାଉଲ ବଂଶ ମଧ୍ୟରେ ଆପଣାକୁ ବଳବାନ କଲା।