2 Samuel 3:8 — Compare Translations

5 translations compared side by side

Odia - 1840
"ଅବନର ଇଶ୍ବୋଶତର କଥା ଶକ୍ସ୍ଟଣି ଅତି ରାଗ ରେ କହିଲା, ମୁ ତ ତକ୍ସ୍ଟମ୍ଭ ପିତା ଶାଉଲ ବଂଶକକ୍ସ୍ଟ ଓ ତାଙ୍କର ଭାଇ ବନ୍ଧକ୍ସ୍ଟମାନଙ୍କୁ ଦୟା କରୁଅଛି। ମୁ ମଧ୍ଯ ତୁମ୍ଭକୁ ଦାଉଦ ହସ୍ତ ରେ ସମର୍ପଣ କରିନାହିଁ। ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷଯ ରେ ଅପରାଧ ମାେ ଉପରେ ଆରୋପ କରୁଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଅବ୍ନର ଈଶ୍ବୋଶତର କଥା ସକାଶୁ ଅତି କ୍ରୋଧ କରି କହିଲା, ମୁଁ କି ଯିହୁଦା ପକ୍ଷର କୁକ୍କୁର ମୁଣ୍ତ? ମୁଁ ତ ଆଜି ତୁମ୍ଭ ପିତା ଶାଉଲ ବଂଶକୁ ଓ ତାଙ୍କର ଭାଇ ଓ ବନ୍ଧୁମାନଙ୍କୁ ଦୟା କରୁଅଛି, ମଧ୍ୟ ତୁମ୍ଭକୁ ଦାଉଦ ହସ୍ତରେ ସମର୍ପଣ କରି ନାହିଁ, ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷୟରେ ଅପରାଧ ମୋʼ ଉପରେ ଆରୋପ କରୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ଅ‌‌ବ୍‌‌ନର‌ ଈ‌ଶ୍‌ବୋଶ‌ତ୍‌ର କଥା ଶୁଣି ଅତି ରାଗରେ କହିଲା, “ମୁଁ ତ ତୁମ୍ଭ ପିତା ଶାଉଲ ବଂଶକୁ ଓ ତାଙ୍କର ଭାଇ ବନ୍ଧୁମାନଙ୍କୁ ଦୟା କରୁଅଛି। ମୁଁ ମଧ୍ୟ ତୁମ୍ଭକୁ ଦାଉଦ ହସ୍ତରେ ସମର୍ପଣ କରି ନାହିଁ। ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷୟରେ ଅପରାଧ ମୋ’ ଉପରେ ଆରୋପ କରୁଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଅବ୍‍ନର ଈଶ୍‍ବୋଶତର କଥା ସକାଶୁ ଅତି କ୍ରୋଧ କରି କହିଲା, “ମୁଁ କି ଯିହୁଦାର କୁକ୍କୁର ମୁଣ୍ଡ? ମୁଁ ଆଜି ତୁମ୍ଭ ପିତା ଶାଉଲ ବଂଶକୁ ଓ ତାଙ୍କର ଭାଇ ଓ ବନ୍ଧୁମାନଙ୍କୁ ଦୟା କରୁଅଛି, ମଧ୍ୟ ତୁମ୍ଭକୁ ଦାଉଦ ହସ୍ତରେ ସମର୍ପଣ କରି ନାହିଁ, ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷୟରେ ମୋʼ ଉପରେ ଆରୋପ କରୁଅଛ?
Odia IRV 2017 (ଓଡିଆ ବାଇବେଲ)
ତେବେ ଅବ୍‍ନର ଈଶ୍‍ବୋଶତର କଥା ସକାଶୁ ଅତି କ୍ରୋଧ କରି କହିଲା, “ମୁଁ କି ଯିହୁଦାର କୁକ୍କୁର ମୁଣ୍ଡ? ମୁଁ ଆଜି ତୁମ୍ଭ ପିତା ଶାଉଲ ବଂଶକୁ ଓ ତାଙ୍କର ଭାଇ ଓ ବନ୍ଧୁମାନଙ୍କୁ ଦୟା କରୁଅଛି, ମଧ୍ୟ ତୁମ୍ଭକୁ ଦାଉଦ ହସ୍ତରେ ସମର୍ପଣ କରି ନାହିଁ, ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷୟରେ ମୋ’ ଉପରେ ଆରୋପ କରୁଅଛ?