2 Samuel 3:9 — Compare Translations

5 translations compared side by side

Odia - 1840
"ମୁ ବର୍ତ୍ତମାନ ଏହି ପ୍ରତିଜ୍ଞା କରୁଅଛି। ମୁ ବର୍ତ୍ତମାନ ନିଶ୍ଚିଚ ହେଉଅଛି ଯେ, ପରମେଶ୍ବର ଯାହା କହିଥିଲେ, ତାହା ଘଟିବାକକ୍ସ୍ଟ ଯାଉଛି। ସଦାପ୍ରଭୁ କହିଥିଲେ, ଯେ ସେ ଶାଉଲ ବଂଶଠାରକ୍ସ୍ଟ ରାଜ ସିଂହାସନ ନଇେ ଦାଉଦଙ୍କକ୍ସ୍ଟ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶାଉଲ ବଂଶରୁ ରାଜ୍ୟ ଅନ୍ତର କରିବାକୁ ଓ ଦାନ୍‍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଇସ୍ରାଏଲ ଓ ଯିହୁଦା ଉପରେ ଦାଉଦଙ୍କର ସିଂହାସନ ସ୍ଥାପନ କରିବାକୁ,
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ବର୍ତ୍ତମାନ ଏହି ପ୍ରତିଜ୍ଞା କରୁଅଛି। ମୁଁ ବର୍ତ୍ତମାନ ନିଶ୍ଚିତ ହେଉଅଛି ଯେ, ପରମେଶ୍ୱର ଯାହା କହିଥିଲେ, ତାହା ଘଟିବାକୁ ଯାଉଛି। ସଦାପ୍ରଭୁ କହିଥିଲେ, ଯେ ସେ ଶାଉଲ ବଂଶଠାରୁ ରାଜ ସିଂହାସନ ନେଇ ଦାଉଦଙ୍କୁ ଦେବେ। ସଦାପ୍ରଭୁ ଦାଉଦଙ୍କୁ ଯିହୁଦା ଏବଂ ଇସ୍ରାଏଲର ରାଜା କରିବେ। ସେ ଦା‌ନ୍‌ଠାରୁ ବେ‌ର୍‌ଶେବା ପର୍ଯ୍ୟନ୍ତ ଶାସନ କରିବେ। ଏବଂ ମୁଁ ଭାବୁଛି, ସଦାପ୍ରଭୁ ମୋ’ ଉପରେ ଅନ୍ୟାୟ କରିବେ ଯଦି ମୁଁ ତାହା ନ କରେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶାଉଲ ବଂଶରୁ ରାଜ୍ୟ ଅନ୍ତର କରିବାକୁ ଓ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଇସ୍ରାଏଲ ଓ ଯିହୁଦା ଉପରେ ଦାଉଦଙ୍କର ସିଂହାସନ ସ୍ଥାପନ କରିବାକୁ,
Odia IRV 2017 (ଓଡିଆ ବାଇବେଲ)
ଶାଉଲ ବଂଶରୁ ରାଜ୍ୟ ଅନ୍ତର କରିବାକୁ ଓ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଇସ୍ରାଏଲ ଓ ଯିହୁଦା ଉପରେ ଦାଉଦଙ୍କର ସିଂହାସନ ସ୍ଥାପନ କରିବାକୁ,